ମାନ୍ଦାବସ୍ଥାରୁ ଘର ବିକ୍ରି ୨୫% କମିଲା

ନୂଆଦିଲ୍ଲୀ,୧୮-୧୦: ମାନ୍ଦାବସ୍ଥା ପ୍ରଭାବରୁ ଦେଶର ୯ ପ୍ରମୁଖ ସହରରେ ଘର ବିକ୍ରି ୨୫% ହ୍ରାସ ଘଟିଛି। ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଏହା ୬୫,୭୯୯ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟରେ ଏହି ସହରଗୁଡିକରେ ୮୮, ୦୭୮ ୟୁନିଟ ବାସଗୃହ ବିକ୍ରି ହୋଇଥିଲା। ପ୍ରଭାବିତ ଖାଉଟି ମନୋଭାବ ଏବଂ ଚାହିଦା ହ୍ରାସ ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ପ୍ରପର୍ଟି ବ୍ରୋକରେଜ ଫାର୍ମ ପ୍ରପ୍‌ ଟାଇଗର ସୂଚନା ଦେଇଛି। ଏହା ପୂର୍ବରୁ ହାଉସିଂ ବିକ୍ରି ହ୍ରାସ ହେବା ନେଇ ଜେଏଲ୍‌ଏଲ୍‌ ଏବଂ ଆନାରକ୍‌ ଭଳି ସଂସ୍ଥା ରିପୋର୍ଟ ଦେଇଥିଲେ। ଏହି ସମୟ ମଧ୍ୟରେ ୩୩,୮୩୩ ନୂଆ ଘର ଲଞ୍ଚ ହୋଇଛି। ଯାହା ୨୦୧୮ର ସମାନ ସମୟରେ ୬୧,୬୭୯ ୟୁନିଟ ରହିଥିଲା। ମୁମ୍ବାଇ ମେଟ୍ରୋପଲିଟାନ୍‌ ରିଜିଅନ, ପୁଣେ, ନଏଡା, ଗୁରୁଗ୍ରାମ, ବାଙ୍ଗାଲୋର, ଚେନ୍ନାଇ, ହାଇଦ୍ରାବାଦ ଏବଂ କୋଲକତା ଭଳି ସହରଗୁଡିକରେ ଘର ବିକ୍ରିରେ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri