ମା’ବିରଜାଙ୍କ ରଥଯାତ୍ରା ପାଇଁ ହାଇକୋର୍ଟରେ ପିଟିଶନ

ଯାଜପୁର ଟାଉନ, ୧୫।୯ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତବର୍ଷ କରାଇବାକୁ ସେବାୟତ ପରିଷଦ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପ୍ରତିବର୍ଷ ମା’ଙ୍କର ଦୂର୍ଗାପୂଜା ଅବସରରେ ସ୍ବତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ କରୋନା କଟକଣା ରହିଥିବାରୁ ମନ୍ଦିରରେ କୌଣସି ଧାର୍ମିକ କାର୍ଯ୍ୟକ୍ରମ ହୋଇପାରିବନାହିଁ ବୋଲି ନିୟମ ରହିଛି। ତେବେ ଚଳିତବର୍ଷ ମଳ ମାସ ପଡୁଥିବାରୁ ମା’ଙ୍କ ରଥଯାତ୍ରା ଅକ୍ଟୋବର ୧୭ ରୁ ୨୪ ତାରିଖ ୯ ଦିନ ଧରି ଅନୁଷ୍ଠିତ ହେବାପାଇଁ ସ୍ଥିର ହୋଇଛି। ରଥଯାତ୍ରା ପରମ୍ପରାକୁ ରକ୍ଷା କରିବା ପାଇଁ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ହାଇକୋର୍ଟ ଯେଉଁ ସବୁ ସର୍ତ୍ତ ରଖିବେ ସେଗୁଡ଼ିକ ମାନି ରଥଯାତ୍ରା କରାଯିବ ବୋଲି ସେବାୟତ ପରିଷଦ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ କଲେ ଅବସରପ୍ରାପ୍ତ ଶିକ୍ଷକ

କେନ୍ଦୁଝର,୨୨ା୯(ସ୍ବ.ପ୍ର.): ଅବସରପ୍ରାପ୍ତ, କାର୍ଯ୍ୟରତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀଙ୍କ ପକ୍ଷରୁ କେନ୍ଦୁଝର ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଚାଲିଥିବା ଦୁର୍ନୀତି ବିରୋଧରେ କେନ୍ଦୁଝର ଜିଲାପାଳଙ୍କୁ ଗୁରୁବାର ଦାବିପତ୍ର...

୨ ଦିନରେ ଟ୍ରେନ୍‌ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ

ଛତ୍ରପୁର,୫।୫(ଡି.ଏନ୍‌.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ...

କେନ୍ଦୁପତ୍ର ଫଡ଼ିରେ ନିୟମକୁ ଫୁ: ଶିଶୁ ଶ୍ରମିକ ନିୟୋଜିତ କରି ଅର୍ଥ ଆତ୍ମସାତ ମସୁଧା

ବାଲିଗୁଡ଼ା,୪ା୬(ଡି.ଏନ୍‌.ଏ.)-ସରକାରଙ୍କ ନିର୍ଦ୍ଦେଶକୁ ଫୁ କରି ବାଲିଗୁଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶିଶୁ ଶ୍ରମିକ ନିୟୋଜନ ଚାଲିଛି। କୋମଳମତି ପାଠ ପଢ଼ୁଆ ପିଲାଙ୍କୁ ଟଙ୍କା ଲୋଭ ଦେଖାଇ...

ପରିବାର ପ୍ରତିପୋଷଣ ଚିନ୍ତାରେ ବ୍ୟବସାୟୀ

ପୁରୀ ଅଫିସ,୧୦ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଦୋକାନ କରି ପେଟ ପୋଷୁଥିବା ବ୍ୟବସାୟୀମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ସେମାନଙ୍କର ସମସ୍ତ...

ଆଜିଠୁ ଭିତରକନିକାରେ ବଉଳା କୁମ୍ଭୀର ଗଣନା ଆରମ୍ଭ

ରାଜନଗର,୨୯।୧୨(ଡି.ଏନ୍‌.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ରବିବାରଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହେଇଛି। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ...

ସିନେମା ହଲ୍‌ ସ୍ଥିତି ସଙ୍ଗିନ

ଢେଙ୍କାନାଳ ଅଫିସ, ୧୩ା୯: ଓଡ଼ିଆ ସିନେମା ଇତିହାସ ପାଇଁ ଅଭୁଲା ୧୯୩୬। ଏହି ବର୍ଷ ପରଦାକୁ ଆସିଥିଲା ପ୍ରଥମ କଳାଧଳା ଚଳଚ୍ଚିତ୍ର ‘ସୀତାବିବାହ’। ଏହାର ଦୀର୍ଘ...

ସୁରକ୍ଷା ପ୍ରାଚୀର ନାହିଁ, ଖୋଲା ପଡ଼ିଛି ବିଦ୍ୟୁତ୍‌ ସବ୍‌ଷ୍ଟେଶନ

ଖଣ୍ଡପଡ଼ା,୧।୨(ସ୍ବ.ପ୍ର.): ଖଣ୍ଡପଡ଼ା ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ଥିବା ଅନେକ ଟ୍ରାନ୍ସଫର୍ମର ଓ ସବ୍‌ଷ୍ଟେଶନ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ବିଦ୍ୟୁତ୍‌ ବିଭାଗର ଖାମଖିଆଲ ମନୋଭାବ ଯୋଗୁ...

ଦୁର୍ଗମ ଅଞ୍ଚଳରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୩।୧୨(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳ ଆଦିବାସୀମାନେ କିଭଳି ମୁଖ୍ୟସ୍ରୋତରେ ସାମିଲ ହେବେ, ସରକାରୀ ଯୋଜନାର କିଭଳି ଲାଭ ପାଇବେ, କିଭଳି ବିକାଶ ହେବ ସେ ନେଇ ସ୍ବତନ୍ତ୍ର...

Advertisement
Archives

Model This Week