Advertisement

ମାମୁଁ ଘରକୁ ବୁଲିବାକୁ ଆସି ନାବାଳିକା ଅପହରଣ: ଜଣେ ଗିରଫ

ଫୁଲବାଣୀ ଅଫିସ/ଚକାପାଦ, ୧୮ା୧୧: କନ୍ଧମାଳ ଜିଲା ଚକାପାଦ ଥାନା ପୋଲିସ ଜଣେ ଯୁବତୀଙ୍କୁ ଅପହରଣ ଏବଂ ବଳାତ୍କାର କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲା ବାଣୀଗୋଚ୍ଛା ଥାନା ଅଞ୍ଚଳର ବାସବ ନାୟକ(୨୫)। ଉକ୍ତ ଥାନା ଅଞ୍ଚଳର ୧୬ ବର୍ଷୀୟା ନାବାଳିକା ଚକାପାଦ ଥାନା ଅଞ୍ଚଳରେ ଥିବା ତାଙ୍କ ମାମୁଁ ଘରକୁ ବୁଲିବାକୁ ଆସିଥିଲେ। ହେଲେ ଗତ ୧୧ ତାରିଖରୁ ସେ ନିଖୋଜ ଥିଲେ। ୧୩ ତାରିଖରେ ତାଙ୍କ ମାମୁଁ ଚକାପାଦ ଥାନାରେ ଏ ନେଇ ଏତଲା ଦେଇଥିଲେ। ପୋଲିସ ସେମାନଙ୍କୁ ଖୋଜାଖୋଜି କରି ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ଠାବ କରି ଯୁବତୀଙ୍କୁ ଉଦ୍ଧାର କରିବା ସହ ଯୁବକଙ୍କୁ ଗିରଫ କରିଥିଲା। ଏ ନେଇ ଥାନାରେ ନଂ.୮୭/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌କେସିଜିରେ ଚିକିତ୍ସା ଅବହେଳା, ଶିଶୁ ମୃତ୍ୟୁ ନେଇ ଅଭିଯୋଗ

ବ୍ରହ୍ମପୁର ଅଫିସ,୮ା୯: ଚିକିତ୍ସା ଅବହେଳାରୁ ବ୍ରହ୍ମପୁର ବଡ ମେଡିକାଲରେ ଏକ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ନେଇ ଗୁରୁବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ...

ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ

ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି।...

ଗାଁକୁ ରାସ୍ତା ନାହିଁ: ଆସି ପାରିଲାନି ଆମ୍ବୁଲାନ୍ସ, ଅଧାବାଟରେ ସନ୍ତାନ ପ୍ରସବ କଲେ ମହିଳା

ଦାରିଙ୍ଗବାଡ଼ି,୨୫ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦୁର୍ଗମ ଅଞ୍ଚଳ ଭ୍ରମରବାଡ଼ିର ଲଦାଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା।...

ଜିଲାପାଳଙ୍କ ମିଳିତ ଜନଶୁଣାଣି:୧୧୬ ଅଭିଯୋଗରୁ ୪୪ ତୁରନ୍ତ ସମାଧାନ

ବିଞ୍ଝାରପୁର,୧୪|୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ମଙ୍ଗଳବାର ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ...

ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ: ମାନବସେବା ହିଁ ମାଧବ ସେବା: ଜିଲାପାଳ

ତାଳଚେର,୬।୧୨(ନି.ପ୍ର.): ଅନୁଗୋଳ ଜିଲା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ୫୭ତମ ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ମନୋଜ...

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ବିଜେଡି ରଣନୀତି ଆଗରେ ବିରୋଧୀ ଦଳ ଫିକା

ଖୋର୍ଦ୍ଧା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲାରେ ପ୍ରଚାର ଜମି ଆସିଲାଣି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର...

ଜେଲରୁ ୨ କଏଦୀ ଫେରାର

ଆର.ଉଦୟଗିରି,୨୮।୨(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍‌ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍‌ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା...

Advertisement
Archives

Model This Week