ରିଆମାଳ,୪।୧୨(ଡି.ଏନ୍.ଏ.)-ଦେବଗଡ଼ ଜିଲା ରିଆମାଳ ବ୍ଲକ ସଦର ମହକୁମା ଅଧୀନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହତାରେ ଥିବା ପୁରୁଣା ମାର୍କେଟ କମ୍ପ୍ଲେକ୍ସକୁ ଭାଙ୍ଗି ନୂତନ ଭାବେ ନିର୍ମାଣ କରାଯିବାକୁ ରିଆମାଳ ଗ୍ରାମବାସୀ ବିରୋଧ କରିଛନ୍ତି ା ଏ ନେଇ ସେମାନେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ା
୧୯୫୯ରେ ସ୍କୁଲ ହତାରେ ଏକ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲା ା ଏଥିଯୋଗୁ ସ୍କୁଲର ସୌନ୍ଦର୍ଯ୍ୟ ଏବଂ ପରିବେଶ ପ୍ରଭାବିତ ହୋଇଥିଲା ା ସେହି ଦୋକାନଘରଗୁଡିକ ଭାଙ୍ଗିରୁଜି ଯିବା ପରେ ନୂତନ ଭାବେ ନିର୍ମାଣ ପାଇଁ ଯୋଜନା ହେଉଛି ା ଏକଥା ଜଣା ପଡ଼ିବାପରେ ଗ୍ରାମବାସୀ ତଥା ମୋ ସ୍କୁଲ ଅଭିଯାନ କମିଟି ତରଫରୁ ଏହାକୁ ବିରୋଧ କରାଯାଇଛି ା ଉକ୍ତ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯାଉ ଓ ସ୍କୁଲ ଜମି ଫେରାଇ ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି ା ଅନ୍ୟପକ୍ଷେ ଉକ୍ତ ଦୋକାନ ଗୃହଗୁଡିକୁ ଅନ୍ୟତ୍ର ନିର୍ମାଣ କରାଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି ା ଏ ନେଇ ସେମାନେ ଏକ ଦାବିପତ୍ର ବିଡିଓ ଦିବ୍ୟଶଙ୍କର ଜୟପୁରିଆଙ୍କୁ ବୁଧବାରି ପ୍ରଦାନ କରିଛନ୍ତି ା ଏ ସଂକ୍ରାନ୍ତରେ ବିଡିଓ ଜୟପୁରିଆ କହିଛନ୍ତି ଗ୍ରାମବାସୀଙ୍କ ଦାବିପତ୍ର ପାଇଛି ା ଏହି ଅଭିଯୋଗର ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ା ଗ୍ରାମବାସୀଙ୍କ ତରଫରୁ ଶିକ୍ଷକ ଯୋଗେଶ୍ୱର ବିଶ୍ୱାଳ, ହାଇସ୍କୁଲ ମୋ ସ୍କୁଲ ଅଭିଯାନ ସଭାପତି ଯଦୁମଣୀ ସାହୁ, ହରିଶ୍ଚନ୍ଦ୍ର ବିଶ୍ୱାଳ, ଶିକ୍ଷକ ରମାକାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ା
ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ
ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…
ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି
ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…
ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍ଆଇ ପହଞ୍ଚି…
ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍ରେ…
୨ ବାଇକ୍ ସହ ଧକ୍କା ହେଲା ଅଟୋ: ୩ ଗୁରୁତର
ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍ଚେରୀ ନିକଟରେ ୨ ବାଇକ୍ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…
ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ
ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…
କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍ହା
ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…
ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର
ଭୁବନେଶ୍ୱର,୧୮।୪: ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…
୨ ଯୁବତୀଙ୍କ ସହ ବାଇକ୍ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…
ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…
Archives

