ଭଦ୍ରକର ବିଭିନ୍ନ ମାର୍କେଟରୁ ୧୦୦ରୁ ଊର୍ଦ୍ଧ୍ୱ ବାଇକ ଜବତ

ଭଦ୍ରକ ଅଫିସ, ୭।୪: କରୋନାକୁ ହରାଇବାର ଏକମାତ୍ର ବିକଳ୍ପ ହେଉଛି ସଚେତନତା ଓ ସାମାଜିକ ଦୂରତ୍ୱ। ତେଣୁ ସମସ୍ତେ ଘରେ ରହି ଘାତକ ଭୂତାଣୁ ‘କୋଭିଡ୍‌-୧୯’ ସହ ଲଢ଼େଇ କରିବାକୁ ବାରମ୍ବାର ପରାମର୍ଶ ଦିଆଯାଉଛି। ଏପରି କି ପରିବା ଓ ଗ୍ରସେରି ଆଣିବାକୁ ଗଲେ ଚାଲି ଚାଲି ଯିବାକୁ କୁହାଯାଇଛି। ହେଲେ ଅମାନିଆ ଲୋକେ ସଚେତନ ନ ହୋଇ ବାହାରକୁ ବାହାରୁଛନ୍ତି। ପରିବା, ମେଡିସିନ ଆଦି ନାନା ବାହାନା ଦେଖାଇ ବାଇକ ଧରି ସହର ଘୂରିବୁଲୁଛନ୍ତି। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରାଞ୍ଚଳ ପୋଲିସ ମଙ୍ଗଳବାର ସହରର ବିଭିନ୍ନ ମାର୍କେଟ ଅଞ୍ଚଳରୁ ୬୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ କରିଛି। ପ୍ରଶାସନିକ କଟକଣା ସତ୍ତ୍ୱେ ବାଇକ ଧାରୀମାନେ ବଜାରରେ ଅଯଥାରେ ଭିଡ଼ ଜମାଉଥିବା କାରଣରୁ ପୋଲିସ ଏହି ଗାଡ଼ିଗୁଡିକ ଜବତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ...

ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାରେ ଲାଗିଛି। ସୋମବାରଠାରୁ ରାଜ୍ୟରେ ଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଦକ୍ଷତା...

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର...

‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ...

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ।...

ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍‌ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ...

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ...

କୁନ୍ଦୁଲି ମାମଲା: କୋରାପୁଟରେ ପହଞ୍ଚିଲା ଏସଆଇଟି ଟିମ୍‌

କୋରାପୁଟ, ୨।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏସଆଇଟି ଟିମ୍‌ ସୋମବାର କୋରାପୁଟ୍‌ରେ ପହଞ୍ଚିଛନ୍ତି। ଏହି ଟିମ୍‌ କୋରାପୁଟ ଡିଆଇଜି କାର୍ଯ୍ୟାଳୟରେ ପହଞ୍ଚି...

Advertisement
Archives

Model This Week