ମାର୍ଚ୍ଚରେ ଅବସର ନେବାକୁ ଥିବା ଡାକ୍ତର, ନର୍ସ ଆଉ ୨ ମାସ ଯୋଗାଇବେ ସେବା

ଚେନ୍ନାଇ,୩୧।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ସବୁ ରାଜ୍ୟରେ ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହିକ୍ରମରେ ତାମିଲନାଡୁରେ ମାର୍ଚ୍ଚ ୩୧, ୨୦୨୦ରେ ଯେଉଁ ଡାକ୍ତର ଓ ନର୍ସମାନେ ଅବସର ନେବାର ଥିଲା ସେମାନେ ଚୁକ୍ତି ଭିତ୍ତିରେ ଆଉ ୨ମାସ ସେବା ଯୋଗାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଇଡାପ୍ପାଡି କେ. ପଲାନିସ୍ବାମୀ। ସୂଚନାଯୋଗ୍ୟ, ତାମିଲନାଡୁରେ ମଙ୍ଗଳବାର ସକାଳ ସୁଦ୍ଧା ୭୪ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏସ୍‌ଆଇ ଏଜେଣ୍ଟ୍‌ ହନିଟ୍ରାପ୍‌ ମାୟାରେ ଭାରତୀୟ ସେନା କର୍ମଚାରୀ

ନୂଆଦିଲ୍ଲୀ,୧୩।୭: ଫେସ୍‌ବୁକ୍‌ରେ ହାଏ ହାଲୋ ପରେ ଭାରତୀୟ ସେନା କର୍ମଚାରୀଙ୍କ ସହିତ ବନ୍ଧୁତା କରି ପରେ ସେମାନଙ୍କ ମୁଭମେଣ୍ଟ୍‌ ସମ୍ପର୍କରେ ତଥ୍ୟ ଚୋରାଇ ନେଉଛି ପାକିସ୍ତାନ...

‘ଆମ ଖେଳାଳି ଆମ ଦେଶର ଗୌରବ’, ରେସଲରଙ୍କ ସପକ୍ଷରେ ବାହାରିଲେ ମମତା

କୋଲକାତା,୨୮।୪: ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ରେସଲରଙ୍କ ପ୍ରତି ସମର୍ଥନ ବଢିବାରେ ଲାଗିଛି। ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ କରି ରେସଲରଙ୍କୁ...

ଉଦ୍ଧବ ଠାକ୍‌ରେଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ନବନୀତ

ମୁମ୍ବାଇ,୧୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ବାସଭବନ ମାତୋଶ୍ରୀ ଆଗରେ ହନୁମାନ ଚାଳିଶା ପାଠ ବିବାଦ ଥମିବାର ନାଁ ନେଉନାହିଁ। ଏହି ଘଟଣାରେ ଜେଲ୍‌ ଯାଇ...

ପହଞ୍ଚିଲା ସ୍ପୁଟିନିକ୍‌-ଭିର ଦ୍ୱିତୀୟ ପର୍ଯ୍ୟାୟ ଟିକା

ହାଇଦ୍ରାବାଦ,୧୬।୫: ଏକ ସ୍ବତନ୍ତ୍ର ବିମାନ ଯୋଗେ ରବିବାର ସ୍ପୁଟିନିକ୍‌-ଭିର ୬୦ ହଜାର ଡୋଜ ଦ୍ୱିତୀୟ ପର୍ଯ୍ୟାୟ ଟିକା ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି।...

ତାମିଲ ଈଶ୍ୱରଙ୍କ ଭାଷା: ମାଡ୍ରାସ୍‌ ହାଇକୋର୍ଟ

ଚେନ୍ନାଇ, ୧୪।୯: ତାମିଲ ଈଶ୍ୱରଙ୍କ ଭାଷା। ଅଝଓ୍ବର ଏବଂ ନୟନମାରଙ୍କ ଭଳି ସନ୍ଥ ଲେଖିଥିବା ତାମିଲ ମନ୍ତ୍ର ଦେଶର ମନ୍ଦିରଗୁଡ଼ିକରେ ଆବୃତ୍ତି ହେବା ଆବଶ୍ୟକ ବୋଲି...

ଭାରତ-ଇସ୍ରାଏଲ ମିଳିତ ଭାବେ ପ୍ରସ୍ତୁତ କରିବେ ହାଇଟେକ୍ ଅସ୍ତ୍ର ପ୍ରଣାଳୀ

ନୂଆଦିଲ୍ଲୀ,୨୬ ।୯: ଭାରତ ଓ ଇସ୍ରାଏଲ ସେମାନଙ୍କର ପ୍ରତିରକ୍ଷା ସହଭାଗିତାକୁ ଆହୁରି ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି । ଏଥିପାଇଁ ଉଭୟ ଦେଶ ଉଚ୍ଚ ବୈଷୟିକ...

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

ବୁଲା କୁକୁରଙ୍କ ପ୍ରତି କ୍ରୁରତା ଗ୍ରହଣଯୋଗ୍ୟ ନୁହେଁ: ହାଇକୋର୍ଟ…

ମୁମ୍ବାଇ,୨୮।୩ : ମଙ୍ଗଳବାର ବମ୍ବେ ହାଇକୋର୍ଟ କହିଛନ୍ତି ଯେ ଏକ ସଭ୍ୟ ସମାଜରେ ବୁଲା କୁକୁରମାନଙ୍କ ପ୍ରତି ନିର୍ଦ୍ଦୟଭାବ, କ୍ରୁରତା ତଥା ଘୃଣାଭାବ କେବେ ମଧ୍ୟ...

Advertisement
Archives

Model This Week