ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ, ୨୪-୨: ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବ ବୋଲି ସରକାର ରବିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଗତ ଡିସେମ୍ବରରେ ରାଜ୍ୟ ପରିଚାଳିତ ଏବଂ ବୈଧ ଲଟେରି ଉପରେ ଏଭଳି ଟିକସ ଲାଗୁ ନେଇ ସରକାର ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନ ଷ୍ଟେଟ ରନ୍‌ ଲଟେରି ଉପରେ ୧୨% ଜିଏସ୍‌ଟି ଲାଗୁଛି। ଏହା ବାଦ ଷ୍ଟେଟ ଅଥରାଇଜଡ ଲଟେରି ଉପରେ ୨୮% ଟିକସ ଲାଗୁଛି। ଜିଏସ୍‌ଟି ହାରକୁ ନେଇ ଆନ୍ତଃ ମନ୍ତ୍ରୀ ସ୍ତରୀୟ ଗୋଷ୍ଠୀ ଲଟେରି ଉପରେ ଏକକ ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହା ପରେ ଡିସେମ୍ବରରେ ଏହାକୁ ନେଇ ଭୋଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri