ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି: ୭୦ ପ୍ରତିଶତ ପୋଲିସ କର୍ମଚାରୀ କରିବେ ଯାଞ୍ଚ

ଭୁବନେଶ୍ୱର ,୨୭।୨(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ପାଳନ କରାଯିବ। ପୂର୍ବରୁ ଦିଆଯାଇଥିବା ୬ ମାସର ସମୟ ପୂରିଯାଇଥିବା ବେଳେ ଏଥର ଯାଞ୍ଚ କଡ଼ାକଡ଼ି କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ୭୦ ପ୍ରତିଶତ ପୋଲିସ କର୍ମଚାରୀ ଗାଡି ମୋଟର ଯାଞ୍ଚ କରିବେ। ନୂଆ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଅଧିକାଂଶ ଲୋକ କାଗଜପତ୍ର ଠିକ କରିସାରିଲେଣି। ଆଉ ଭିଡ଼ ନାହିଁ ବୋଲି ମନ୍ତ୍ରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଘରୋଇ ବସ୍‌ଷ୍ଟାଣ୍ଡରେ କରୋନା ସଚେତନତା: ବସ୍‌ଯାତ୍ରୀଙ୍କୁ ହାତ ଧୋଇ ଚଢ଼ିବାକୁ ପରାମର୍ଶ

ବଲାଙ୍ଗୀର ଅଫିସ,୨୦।୩: ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏକ ଜନ ସଚେତନତା କାର୍ଯ୍ୟକ୍ରମ ବଲାଙ୍ଗୀର ଟାଉନ ଘରୋଇ ବସ୍‌ ଷ୍ଟାଣ୍ଡଠାରେ...

ଖୋଲିଲା ଓଲି ରାଇଜ

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ୨୦୨୩ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ ଭୁବନେଶ୍ୱର। କଟକ ବାରବାଟୀ ଷ୍ଟାଡିୟମରେ ବୁଧବାର...

ମହିଳାଙ୍କ ବେକରୁ ଦୁର୍ବୃତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌

ହିଞ୍ଜିଳିକାଟୁ,୩୦।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ମାଣିକ ନଗରଠାରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ବାଇକ୍‌ରେ ଆସି ୨ ଜଣ ଦୁର୍ବୃତ୍ତ ପ୍ରାୟ ୪...

କନ୍ଦାଇଲାଣି ପିଆଜ ଦର: ଯୋଗାଣ ସଚିବ ଯିବେ ଦିଲ୍ଲୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- କନ୍ଦାଇଲାଣି ପିଆଜ। କିଲୋ ପିଛା ଦର ଏବେ ୫୫ ଛୁଇଁଥିବା ବେଳେ ଏହା ଆଗକୁ ଆହୁରୀ ବଢ଼ିପାରେ ବୋଲି କୁହାଯାଉଛି। ଏଣୁ ଉଭୟ ଖାଉଟି...

ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ । ଚଳିତ ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ଚାଲିବ। ଅଧିବେଶନ ପୂର୍ବରୁ ସମସ୍ତ...

CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ...

ମା’ଙ୍କୁ ଦୁଇ ନାବାଳକ ପୁଅ ହତ୍ୟା କରିବା ମାମଲା: କାରାମଙ୍ଗଳ ଅଧିକାରୀଙ୍କୁ ଦାୟୀ କଲେ ବିଶେଷଜ୍ଞ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦାରେ ଦୁଇ ନାବାଳକ ପୁଅ ନିଜ ମା’ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଥିଲେ। ଏହି ଘଟଣାକୁ ନେଇ...

ବିଣ୍ଡା ସିମେଣ୍ଟରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ

ନୂଆଗାଁ,୧୪।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ ବିଣ୍ଡା ସିମେଣ୍ଟ ବ୍ୟବହାର ହେଉଥିବା ନେଇ ଅଭିଯୋଗ...

Advertisement
Archives

Model This Week