ମାର୍ଚ୍ଚ ୧୩ରୁ ଖର୍ଚ୍ଚଦାବି ଆଲୋଚନା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟ ଉପସ୍ଥାପନ କରାଯାଇଛି। ଆସନ୍ତା ମାର୍ଚ୍ଚ ୧୩ରୁ ବିଭାଗୱାରୀ ଖର୍ଚ୍ଚଦାବି ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଏହି କ୍ରମରେ ମାର୍ଚ୍ଚ ୧୨ରେ ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି), ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ କଲ୍ୟାଣ ବିଭାଗ ସମ୍ପର୍କରେ ଆଲୋଚନା ହେବ। ୧୩ରେ ଜଳସମ୍ପଦ, ୧୪ରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ୧୭ରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଅବକାରୀ, ୧୮ରେ କୃଷି, ଯୋଜନା ଓ ସଂଯୋଜନା ଏବଂ ପର୍ଯ୍ୟଟନ, ୧୯ରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ୨୦ରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚଦାବି ଆଲୋଚନା ହେବ। ସେହିଭଳି ୨୩ରେ ଶକ୍ତି, ୨୪ରେ ସ୍ବରାଷ୍ଟ୍ର, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ୨୫ରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ୨୬ରେ ଇସ୍ପାତ ଓ ଖଣି, ୨୭ରେ ଗୃହ ନିର୍ମାଣ ଓ ପୌର ଉନ୍ନୟନ ଏବଂ ୩୦ରେ ଶିଳ୍ପ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri