ମାର୍ଚ୍ଚ ୩୧ ପରେ ବନ୍ଦ ହେବ ବିଏସ୍‌-୪ ଯାନ ବିକ୍ରି

କଟକ ଅଫିସ୍‌,୧୪।୨: ଭାରତ ଷ୍ଟେଜ୍‌(ବିଏସ୍‌) ୪ ଯାନଗୁଡ଼ିକ ଆସନ୍ତା ମାର୍ଚ୍ଚ ୩୧ ପରଠୁ ବିକ୍ରି କିମ୍ବା ପଞ୍ଜୀକରଣ ହୋଇପାରିବ ନାହିଁ। ଗୁରୁବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ ଏନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଯେଉଁ ଯାନଗୁଡ଼ିକ ଏପ୍ରିଲ୍‌ ପହିଲା ପୂର୍ବରୁ ବିକ୍ରି କରାଯାଇଥିବ, ସେଗୁଡ଼ିକ ଜୁନ୍‌ ୩୦ ପରେ ଆଉ ପଞ୍ଜୀକରଣ ହୋଇପାରିବ ନାହିଁ। ୨୦୧୮ ଅକ୍ଟୋବର ୨୪ରେ ସୁପ୍ରିମକୋର୍ଟ ଏନେଇ ରାୟ ଦେଇଥିଲେ। ଉକ୍ତ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ସମସ୍ତ ଆର୍‌ଟିଓଙ୍କୁ ଏସ୍‌ଟିଏ ପକ୍ଷରୁ କୁହାଯାଇଛି। ନିଜ ଅଧୀନରେ ଥିବା ସବୁ ଯାନ ବିକ୍ରେତାଙ୍କୁ ଏସଂପର୍କରେ ଅବଗତ କରିବାକୁ ଏସ୍‌ଟିଏ ତରଫରୁ କୁହାଯାଇଛି। କମ୍‌ ପ୍ରଦୂଷଣ ଯୁକ୍ତ ଷ୍ଟେଜ୍‌-୬ ଯାନବାହନ ବଜାରକୁ ପ୍ରବେଶ କରିସାରିଛି। ଏଣୁ ଷ୍ଟେଜ୍‌-୪ ବିକ୍ରିକୁ ବନ୍ଦ କରିବା ଦିଗରେ ସରକାର ଉପରୋକ୍ତ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri