ମାର୍ଚ୍ଚ ୩୧ ଯାଏ କଟକଣା: କଏଦୀଙ୍କୁ ଭେଟିପାରିବେନି ସମ୍ପର୍କୀୟ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନକୁ ଯିବାକୁ ବାରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ କଏଦୀଙ୍କୁ ସମ୍ପର୍କୀୟ ଭେଟିବାକୁ ନେଇ କଟକଣା ଜାରି କରାଯାଇଛି। ଭୁବନେଶ୍ୱର ଝାରପଡ଼ା ଜେଲରେ କଏଦୀଙ୍କ ପାଇଁ କରୋନା ସତର୍କତା ଅବଲମ୍ବନ କରାଯାଇଛି। କଏଦୀଙ୍କୁ ସମ୍ପର୍କୀୟମାନେ ନ ଭେଟି କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦେଇପାରିବେ। ଯେପରିକି ସେମାନେ ମାସ୍କ, ସାନିଟାଇଜର, ଟଙ୍କା ଦେଇପାରିବେ ବୋଲି ଜଣାପଡ଼ିଛି। ଏହି କଟକଣା ମାର୍ଚ୍ଚ ୩୧ ଯାଏ ଲାଗି ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ…

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri