ମାର୍ଥାପୁର ହାଇସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାର

ଢେଙ୍କାନାଳ ଅଫିସ, ୯।୬ – ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଡାଳସିଙ୍ଗା ମାର୍ଥାପୁର ହାଇସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୁରସ୍କାର ସ୍ବରୂପ ୧୦ହଜାର ଟଙ୍କାର ଚେକ୍‌ ସହ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଇକୋ କ୍ଲବ ଦାୟିତ୍ୱରେ ଥିବା ବିଜ୍ଞାନ ଶିକ୍ଷକ କୀର୍ତ୍ତିରଞ୍ଜନ ବରାଳ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏଥିପାଇଁ ପ୍ରଧାନ ଶିକ୍ଷକ ଶରତ ଗଡ଼ନାୟକ ସମସ୍ତ କର୍ମଚାରୀ ଏବଂ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri