ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ, ରାଜସ୍ବ ମନ୍ତ୍ରୀ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବନ୍ୟାଜନିତ କ୍ଷୟକ୍ଷତିର ଆକଳନ କରିବା ସହ ପୀଡ଼ିତଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସମ୍ଭାବ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍‌ଘାଟିତ ହେଲା ନାଲ୍‌କୋ ଭୀମ ଭୋଇ ବାଟିକା:ସୌନ୍ଦର୍ଯ୍ୟ ବଢ଼ାଇଲା ଟ୍ରାଇବାଲ୍‌ ମ୍ୟୁଜିୟମ୍‌

ହେଲା ନାଲ୍‌କୋ ଭୀମ ଭୋଇ ବାଟିକା ସୌନ୍ଦର୍ଯ୍ୟ ବଢ଼ାଇଲା ଟ୍ରାଇବାଲ୍‌ ମ୍ୟୁଜିୟମ୍‌ ବଅଁରପାଳ, ୧୩।୮- ନାଲ୍‌କୋ ସେଣ୍ଟ୍ରାଲ ମାର୍କେଟ ଟାଉନଶିପ କଲୋନୀର ୩ ନମ୍ବର ଫାଟକ...

ଇନ୍ଦ୍ରଦ୍ୟୁମ୍ନରେ ପଶୁଛି ମଇଳା ପାଣି

ପୁରୀ ଅଫିସ,୭ା୯: ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ପଶୁଛି ମଇଳା ପାଣି। ସ୍ବେରେଜ ନଳା ଫାଟିଯାଇଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ...

ଆଜି ଗଣଶିକ୍ଷା ବିଭାଗ ଆଣିବ ମଧୁ ଆପ୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ମଧୁ ଆପ୍‌କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯିବ। ଉତ୍କଳମଣି ମଧୁସୂଦନ...

ମହାବଳ ନା କଲରାପତରିଆ ବାଘ, ପାଦ ଚିହ୍ନକୁ ନେଇ ଦ୍ୱନ୍ଦ୍ୱରେ ବନବିଭାଗ

ସଜନାଗଡ଼, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ୨୭୨.୭୩ ବର୍ଗକିଲୋମିଟର ପରିବ୍ୟାପ୍ତ। ଏହା ଭିତରେ କିଛି ନିର୍ଦ୍ଦିଷ୍ଟ ସ୍ଥାନୀୟ ଅଞ୍ଚଳରେ ବାଘର ପାଦଚିହ୍ନ...

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ...

ଆଉ ଏକ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ପୁଣି ଆଉ ଏକ ମୁଣ୍ଡ ନେଇଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଭୁବନେଶ୍ୱରର ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ପ୍ରାଣହାନୀ...

ମାସ୍କ, ସାବୁନ ବାଣ୍ଟି ସଚେତନ କଲେ ମହିଳା

ଗୋପ,୧ା୪(ଡି.ଏନ୍‌.ଏ)- କରୋନା ସଂକ୍ରମଣ ରୋକିବା ନେଇ ସରକାର ସଚେତନତାଠାରୁ ଆରମ୍ଭ କରି ଲକଡାଉନ ଭଳି ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଭଳି ସମୟରେ ଗୋପ ବ୍ଲକ ଗଣେଶ୍ୱରପୁର...

ଦାୟିତ୍ୱ ନେଲେ ଟୁଇନ୍‌ ସିଟିର ୨ ନବନିଯୁକ୍ତ ଡିସିପି

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ଟୁଇନ୍‌ ସିଟିର ଦୁଇ ନବନିଯୁକ୍ତ ଡିସିପି ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭୁବନେଶ୍ୱର ଡିସିପି ଭାବେ ଉମାଶଙ୍କର ଦାଶ ଦାୟିତ୍ୱ ନେଇଛନ୍ତ। ସେ...

Advertisement


Archives

Model This Week