ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ, ରାଜସ୍ବ ମନ୍ତ୍ରୀ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବନ୍ୟାଜନିତ କ୍ଷୟକ୍ଷତିର ଆକଳନ କରିବା ସହ ପୀଡ଼ିତଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସମ୍ଭାବ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ବର୍ଷରେ ୧୨୧ ହାତୀ ମୃତ

କେନ୍ଦୁଝର,୧୨।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ହାତୀ ମଣିଷ ଲଢ଼େଇ ଲାଗି ରହିଛି। କେତେବେଳେ ନିରୀହ ମଣିଷଙ୍କ ଜୀବନ ଯାଉଛି ତ କେତେବେଳେ ମଣିଷଙ୍କ ଆକ୍ରୋଶରୁ ଟଳି ପଡ଼ୁଛନ୍ତି ହାତୀ।...

ଜଗତ୍‌ସିଂହପୁର ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୧୨୬ ବିଦ୍ୟାଳୟରେ ନାହାନ୍ତି ପ୍ରଧାନଶିକ୍ଷକ

ଜଗତ୍‌ସିଂହପୁର ଅଫିସ,୧ା୮: ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବରେ ସରକାରୀ ଉଦାସୀନତା ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ...

ନିର୍ବାଚନ ଲଢ଼ିବେ ଦୁଇ ଯାଆ

ଧାମନଗର, ୨୩|୧ (ଡି.ଏନ.ଏ)  ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ୧୧ ନଂ. ଜିଲା ପରିଷଦ ଜୋନ୍‌ ପାଇଁ ପ୍ରାର୍ଥୀ ହୋଇଛନ୍ତି ଦୁଇ ଯାଆ। ଏହି ଜୋନ୍‌...

ବର୍ଷା ଆସୁ ଆସୁ କୃତ୍ରିମ ବନ୍ୟା

ଭୁବନ, ୨୩ା୬(ଡି.ଏନ୍‌.ଏ.): ବର୍ଷା ପୂର୍ବରୁ ପଶିଲାନି ବୁଦ୍ଧି। ନୂତନ ଡ୍ରେନ୍‌ ନିର୍ମାଣ କରିବାକୁ ନା କରାଗଲା ଯୋଜନା ନା ହେଲା ପୂତ୍ତିଗନ୍ଧମୟ ଜଳ ନିଷ୍କାସନ ବ୍ୟବସ୍ଥା। ଏବେ...

ପୋଲିସ ବିରୋଧରେ ଗର୍ଜିଲା ଭାଜପା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଦୀର୍ଘ କିଛିଦିନ ଧରି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଉତୁକୁଡା ଗ୍ରାମ ପଞ୍ଚାୟତରେ ରାଜନୈତିକ ହିଂସା ଲାଗିରହିଛି। ଏହି ହିଂସାରେ ପଞ୍ଚାୟତର...

ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା...

ବଲାଙ୍ଗୀରରେ ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା: ୧ ହଜାର କୋଟିର ସହାୟତା ଦାବି

ବଲାଙ୍ଗୀର ଅଫିସ,୧୬।୮: ବଲାଙ୍ଗୀର ଜିଲାର ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ବଲାଙ୍ଗୀର ଗସ୍ତରେ ଆସି ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ...

ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ...

Advertisement
Archives

Model This Week