ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା ମାଢ଼ିଙ୍କୁ ୨୮୬୪ ଭୋଟ୍ ମିଳିଛି।
ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା ମାଢ଼ିଙ୍କୁ ୨୮୬୪ ଭୋଟ୍ ମିଳିଛି।
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…
କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…
ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…
ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…