ମାଲକାନଗିରି ଛୁଇଁଲା କରୋନା: ୨ ଚେନ୍ନାଇ ଫେରନ୍ତା ପଜିଟିଭ୍‌ ଚିହ୍ନଟ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛୁଇଁଲା କରୋନା। ବୁଧବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଦ୍ୱୟ ଚେନ୍ନାଇ ଫେରନ୍ତା। ସେମାନଙ୍କୁ ସଂଗରୋଧ କେନ୍ଦ୍ରରେ ରଖାଯାଇଥିବା ସୂଚନା ମିଳିଛି।

ପଜିଟିଭ୍‌ ଚିହ୍ନଟ ହେବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଜିଲା ପ୍ରଶାସନ ପାଖରେ ସେମାନଙ୍କ ଯାତାୟତର ବିବରଣୀ ଅଛି। ସେହି ଅନୁସାରେ ନମୂନା ସଂଗ୍ରହ କରାଯାଉଛି। ଏଣୁ ଭୟଭୀତ ହେବାର କୌଣସି କାରଣ ନାହିଁ। ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ । ଏଥିସହ ସମାଜିକ ଦୂରତା ବଜାୟ ରଖନ୍ତୁ। ସରକାର ଓ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀକୁ ମାନନ୍ତୁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri