ମାଲକାନଗିରି ଜିଲାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ମାଲକାନଗିର,୧୯।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି ପାଇଛି।
ଚିହ୍ନଟ ଜଣକ ମାଲକାନଗିରି ବ୍ଲକ ଗୌଡଗୁଡା ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାପଡିଛି। ସେ ତାମିଲନାଡୁରୁ ଆସି ଗୌଡଗୁଡା ସଙ୍ଗରୋଧ କେନ୍ଦ୍ରରେ ଥିଲୋ। ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେବାରୁ ରକ୍ତ ନମୁନା ପରୀକ୍ଷା ନିମନ୍ତେ ପଠା ଯାଇଥିଲା। ସେ ପଜିଟିଭ୍‌ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ତାଙ୍କୁ ମାଲକାନଗିରି କୋଭିଡ୍‌-୧୯ ହତ୍ସିଟାଲକୁ ପଠାଯାଇଛି। ଗୌଡଗୁଡା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯିବା ସହ ସେ କାହା ସଂସ୍ପର୍ଶରେ ଆସିଥିଲେ ତାହାର ତଥ୍ୟ ପ୍ରଶାସନ ପକ୍ଷରୁ ସଂଗ୍ରହ କରାଯାଉଛି। ତେବେ ଜିଲାରେ ୨୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ପାଘାତରେ ମହିଳାଙ୍କ ଜୀବନଗଲା, ଡାକ୍ତରଖାନାରେ ଗୁଣିଆଙ୍କ ଝଡ଼ାଫୁଙ୍କା

ଉଦଳା,୧୯।୯(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନରେ ଥିବା କାଠପାଳ ଗ୍ରାମର ଆରତି ମାଝି(୫୦)ଙ୍କୁ ବୁଧବାର ସର୍ପାଘାତ ହେବାରୁ ପରିବାର ଲୋକେ ଉଦଳା ଡାକ୍ତରଖାନା...

ଗନ୍ଧମାର୍ଦ୍ଦନ ଜୈବ ବିବିଧତା ଐତିହ୍ୟସ୍ଥଳୀ ଘୋଷିତ

ବଲାଙ୍ଗୀର ଅଫିସ, ୨୩ା୩: ଭବ୍ୟ ପ୍ରାକୃତିକ ସମ୍ପଦ, ଜୈବ ବିବିଧତା, ସହସ୍ରାଧିକ ଔଷଧୀୟ ଗୁଳ୍ମ, ଜଙ୍ଗଲ ଓ ବନ୍ୟ ସମ୍ପଦ ତଥା ୨୦ରୁ ଊର୍ଦ୍ଧ୍ୱ ଚିରସ୍ରୋତା...

ସିପିଙ୍କ ଜବାବପତ୍ରକୁ ନେଇ ବିବାଦ

କଟକ ଅଫିସ,୧୯। ୯: ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ନିକଟରେ ପୋଲିସ କମିଶନର(ସିପି) ଡ. ସୁଧାଂଶୁ ଷଡଙ୍ଗୀ ଦାଖଲ କରିଥିବା...

ଡିକିରୁ ମିଳିଲା ୨ଲକ୍ଷ, ପୋଲିସ ଏସ୍‌ଆଇ ଦେଇ ପାରିଲେନି ଉତ୍ତର

ଗୋଲାମୁଣ୍ଡା,୨୧।୭(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ପୋଲିସ ସବ୍‌ ଇନ୍ସପେକ୍ଟର। କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଏସ୍‌ଆଇ ଉଗ୍ରସେନ ପଟେଲଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକ ରଖି ପଚରାଉଚୁରା କରୁଛନ୍ତି। ମିଳିଥିବା...

ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍‌ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ

କାମାକ୍ଷାନଗର, ୨୩।୬ (ଡି.ଏନ୍‌.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍‌ପି ମହେଶ ସାହୁ।...

ବିଦ୍ୟୁତ ଆଘାତରେ ଚାଲିଗଲା ଦମ୍ପତିଙ୍କ ଜୀବନ, ଅଳ୍ପକେ ବର୍ତ୍ତିଗଲା ଶିଶୁକନ୍ୟା

କେନ୍ଦୁଝର,୧୦ା୮(ସ୍ବ.ପ୍ର.): ଯୋଡ଼ା ଥାନା ଅନ୍ତର୍ଗତ ଅଂଶେଇକଳା ପଞ୍ଚାୟତର ଜାମକୁଣ୍ଡିଆ ଗ୍ରାମରେ ବିଦ୍ୟୁତ ଆଘାତରେ ଦମ୍ପତିଙ୍କ ମୃତ୍ୟୁ ନେଇ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକ...

୧୫ ଗାଁ ବନ୍ୟାପାଣି ଘେରରେ: ମିଳୁନି ପାଲ, ପାନୀୟଜଳ

ଖୋର୍ଦ୍ଧା ଅଫିସ,୨୨ା୮: ଖୋର୍ଦ୍ଧା ବ୍ଲକ ଅଧୀନ ୩ ପଞ୍ଚାୟତର ୧୫ ଗାଁ ବନ୍ୟାପାଣି ଘେରରେ ରହିଛି। ଜଟଣୀ ତିରିମଲ୍ଲଠାରେ ରାଜୁଆ ନଦୀରେ ଶହେଫୁଟର ଘାଇ ହେବା...

ଆଜିଠାରୁ ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୮ା୧(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ବୁଧବାର ଭୋର ସମୟରୁ ଆରମ୍ଭ ହେବ। ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାଘ...

Advertisement
Archives

Model This Week