ମାଲକାନଗିରି ଜିଲା ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କୋରୁକୋଣ୍ଡା,୧୭।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଏମ୍‌ପି ରମେଶ ଚନ୍ଦ୍ର ମାଝି ଶୁକ୍ରବାର ଗ୍ରସ୍ତ କରିଛନ୍ତି। ଏହି ଅବସରରେ ସେ ବାଲିମେଳା ନଗର ବିଜେଡି ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମିଳନୀରରେ ଯୋଗ ଦେଇଥିଲେ। ପରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ କ୍ରୀଡା ଉତ୍ସବରେ ମଧ୍ୟ ଯୋଗ ଦେଇଥିଲେ। ସେଠାରୁ ସେ ବାଲିମେଳା ଏନ୍‌ଏସିର ୮ ନମ୍ବର ୱାର୍ଡକୁ ଯାଇ ଘରଘର ବୁଲି ଲୋକଙ୍କଠାରୁ ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ। ଏହି ସମୟରେ ସ୍ଥାନୀୟ ଏନ୍‌ଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ରଥ ଉପସ୍ଥିତ ଥିଲେ। ଏହା ସମେତ ୱାର୍ଡ କାଉନ୍‌ସିଲର ପ୍ରମିଳା ମହାପାତ୍ର, ବିଜେଡି କର୍ମୀ ରାଜେନ୍ଦ୍ର ପଣ୍ଡା, ପୂର୍ଣ୍ଣ ଭାତ୍ରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri