ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି ୪୦୯୬ ଭୋଟ୍‌ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୩୧୨୧ ଏବଂ କଂଗ୍ରେସର ମାଲା ମାଢ଼ି ୨୮୬୪ ଭୋଟ୍‌ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ବ୍ଲକ୍‌କୁ ଭୂତଳ ଜଳ ବିପଦ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବଢ଼ି ଚାଲିଛି। ପ୍ରବଳ ଖରା ଯୋଗୁ ରାଜ୍ୟର ଜଳ ଉତ୍ସ ଉପରେ ଗଭୀର ପ୍ରଭାବ ପଡ଼ିବାରେ ଲାଗିଛି। ଆବଶ୍ୟକ ବର୍ଷା...

ଦୈନିକ ୨ ହଜାର ପରୀକ୍ଷା କରିବ ଏସ୍‌ସିବି

କଟକ ଅଫିସ,୧୯ା୫: ଏସ୍‌ସିବିରେ ଗତ ମାର୍ଚ୍ଚ ୩୧ରେ ଆରମ୍ଭ ହୋଇଥିଲା କୋଭିଡ୍‌-୧୯ ପରୀକ୍ଷା। ନାହିଁ ନାହିଁର ସ୍ଥିତିରେ ପ୍ରଥମ ଦିନ ମାତ୍ର ୪ଟି ନମୁନା ପରୀକ୍ଷା...

ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ହେଲେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେନି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ...

ଡବ୍ଲ୍ୟୁଏଫ୍‌ପି ସଫଳତା ପଛରେ ଓଡ଼ିଆ ପୁଅ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୦୨୦ ମସିହା ଲାଗି ନୋବେଲ ଶାନ୍ତି ପୁରସ୍କାର ପାଇଛି ୱାର୍ଲଡ୍‌ ଫୁଡ୍‌ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‌ପି)। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ କାର୍ଯ୍ୟ କରୁଥିବା ଡବ୍ଲ୍ୟୁଏଫ୍‌ପିକୁ...

ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ

ସମ୍ବଲପୁର,୧ା୭(ବ୍ୟୁରୋ): ଟିପିଡବ୍ଲ୍ୟୁଓଡିଏଲ୍‌ ନିରବଚ୍ଛିନ ବିଦ୍ୟୁତ୍‌ ସେବା ଯୋଗାଇବା ଉପରେ ଗୁରୁତ୍ୱାରୋପ କରୁଛି। ଏହିକ୍ରମରେ ଓଭରହେଡ କେବୁଲକୁ ମଜବୁତ କରିବା ସକାଶେ ଝାରସୁଗୁଡ଼ା ଓ ରାଉରକେଲାରେ ୧୩୨/୩୩...

୨୯ରେ ଲଘୁଚାପ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ଦାନ ବାନ୍ଧୁଛି। ଆସନ୍ତା ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ...

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ, ମୋଟ୍‌ ୧୩ ସୁସ୍ଥ

ଭୁବନେଶ୍ୱର,୧୩ା୪(ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଏକ ପୁଣି ଏକ ଖୁସି ଖବର ଆସିଛି। କଳାହାଣ୍ଡିରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଏବେ ସୁସ୍ଥ ହୋଇଛନ୍ତି। ଏନେଇ...

ନକଲି ସାର୍ଟିଫିକେଟ ମାମଲା: ୧୯ଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କିଛି ପ୍ରାର୍ଥୀଙ୍କ ଜାଲ ସାର୍ଟିଫିକେଟ ଧରାପଡିବା ପରେ ବଲାଙ୍ଗୀର ପୋଲିସ ସ୍ଥାନୀୟ...

Advertisement
Archives

Model This Week