ମାଲକାନଗିରି ପରେ ଏବେ ଏସ୍‌ସିବି: ଟିକ୍‌ଟକ୍‌ରେ ମାତିଛନ୍ତି ଆଟେଣ୍ଡାଣ୍ଟ, ଭିଡିଓ ଭାଇରାଲ

କଟକ ଅଫିସ, ୨୮।୬: ମାଲକାନଗିରି ପରେ କଟକ ଏସ୍‌ସିବି ମେଡିକାଲରେ ସମାନ ଅବସ୍ଥା। ପୂର୍ବରୁ ଅସହାୟ ରୋଗୀମାନେ ବିିଭିନ୍ନ ସମୟରେ ଚିକିତ୍ସା ନ ପାଇଁ ମୃତ୍ୟୁବରଣ କରୁଥିବା ଖବର ଏସ୍‌ସିବି ମେଡିକାଲକୁ ଯଥେଷ୍ଟ ବଦନାମ କରିଛି। ଏବେ ଅସହାୟ ରୋଗୀଙ୍କ ସେବାରେ ନିୟୋଜିିତ ଥିବା ଆଟେଣ୍ଡାଣ୍ଟମାନେ ରୋଗୀସେବା ଛାଡି ଟିକ୍‌ଟକ୍‌ ଡ୍ୟାନ୍ସରେ ମାତିଛନ୍ତି। ଏହାର କିଛି ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଉକ୍ତ ଆଟେଣ୍ଡାଣ୍ଟମାନେ ମେଡିକାଲର ଏକ ଘରୋଇ ସଂସ୍ଥାର କର୍ମଚାରୀ ବୋଲି ଜଣାପଡ଼ିଛି। ଶୁକ୍ରବାର ଏହି ଭିଡିଓ ସମ୍ମୁଖକୁ ଆସିବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହି ଭିଡିଓ ମେଡିକାଲରେ ରୋଗୀ ସେବାର ଅସଲ ଚେହେରାକୁ ପଦାରେ ପକାଇଛି। ଏହି ଭିଡିଓ ଏବେ ମୋବାଇଲରୁ ମୋବାଇଲକୁ ଘୂରିବୁଲୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ...

ଏଣିକି ରାତି ସାଢେ ୧୦ଟା ଯାଏ ଖୋଲିବ ମଦ ଦୋକାନ

ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ମହାପ୍ରଭୁଙ୍କ ଦର୍ଶନ ନ ପାଇ ଫେରିଲେ ଭକ୍ତ

ପୁରୀ ଅଫିସ, ୨୧ା୩: ଖଁ। ଖଁ। ବଡ଼ଦାଣ୍ଡ, ଶୂନ୍‌ଶାନ୍‌ ବେଳାଭୂମି। ପ୍ରତ୍ୟେକ ଦିନ ଭକ୍ତ, ପର୍ଯ୍ୟଟକଙ୍କ ଗହଳିରେ ଫାଟି ପଡୁଥିବା ବଡ଼ଦାଣ୍ଡ ଶୁକ୍ରବାର ସମ୍ପୂର୍ଣ୍ଣ ଭିନ୍ନ...

ଶୋଭାପାଇବ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ

ଜଟଣୀ,୨୯ା୮(ଡି.ଏନ୍‌.ଏ.): ଆଉ ଦିନକ ପରେ ଗଣେଶ ପୂଜା। ଏ ନେଇ ଉତ୍ସବ ମୁଖର ପୁରପଲ୍ଲୀ। ଦୁଇବର୍ଷ ପରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା...

ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା।...

ଦୁର୍ବଳ ହେଉଛି କୁଆଁରିଆ ସେତୁ

ଖଣ୍ଡପଡା.୨ା୯(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର କଣ୍ଟିଲୋଠାରୁ ନୟାଗଡକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଅ ନିକଟ କୁଆଁରିଆ ନଦୀ ଉପରେ ନିର୍ମିତ ସେତୁଟି ଉପଯୁକ୍ତ...

ନିଦ ହଜାଉଛି ଜରିମାନା

ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ...

Advertisement
Archives

Model This Week