ମାଲକାନଗିରି ବସ୍‌ଷ୍ଟାଣ୍ଡରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି,୪।୨(ଡି.ଏନ୍‌.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ଚିଡ଼ିପାଲ୍ଲୀ ଗ୍ରାମର ଜଣେ ଦଲାଲ କୁଡ଼ୁମୁଲୁଗୁମ୍ମା ଅଞ୍ଚଳର ଶିଶୁମାନଙ୍କୁ ଲଙ୍କା ତୋଳିବା ପାଇଁ ଆନ୍ଧ୍ର ପ୍ରଦେଶକୁ ନେଉଥିଲେ। ସେମାନେ ମାଲକାନଗିରି ବସ୍‌ଷ୍ଟାଣ୍ଡରେ ବସ୍‌କୁ ଅପେକ୍ଷା କରିଥିବା ନେଇ ଚାଇଲ୍ଡ ଲାଇନ ଖବର ପାଇଥିଲେ। ପରେ ଚାଇଲ୍ଡ ଲାଇନ ସଦସ୍ୟ ସୁକାନ୍ତି ବିଶ୍ୱାଳ ଓ ସୌମ୍ୟରଞ୍ଜନ ସ୍ବାଇଁ ବସଷ୍ଟାଣ୍ଡରେ ପହଞ୍ଚତ୍ ଦଲାଲଙ୍କୁ ଅଟକ ରଖିବା ସହ ଶିଶୁଙ୍କୁ ଉଦ୍ଧାର କରି ଚାଇଲ୍ଡ ଲାଇନ କାର୍ଯ୍ୟାଳୟକୁ ଆଣିଥିଲେ। ସେଠାରେ ଦଲାଲକୁ ପଚରାଉଚରା ଜାରି ରହିଥିବା ବେଳେ ପରେ ଶିଶୁ ମଙ୍ଗଳ କମିଟି ନିକଟରେ ଶିଶୁଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି ା


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri