ମାଲକାନଗିରି ସୀମାନ୍ତରେ ମାଓବାଦୀ ହିଂସା: ଯୁବକଙ୍କୁ ୩ ରାଉଣ୍ଡ ଗୁଳି

ମାଲକାନଗିରି,୨୩।୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି । ବିଚ୍ଛିନ୍ନାଞ୍ଚଳ ନିକଟ ଆନ୍ଧ୍ରପ୍ରଦେଶ ବିଶାଖା ଜିଲାର ଗୁଡ଼େମ ଥାନା ଅନ୍ତର୍ଗତ କୁମକୁମପୋଡ଼ି ଗ୍ରାମର ଲମ୍ବାୟା ପିଲାଲୁ ନାମକ ଜଣେ ଯୁବକଙ୍କୁ ମାଓବାଦୀମାନେ ୩ ରାଉଣ୍ଡ ଗୁଳି କରି ହତ୍ୟା କରିଛନ୍ତି । ମଙ୍ଗଳବାର ବିଳମ୍ବିତ ରାତିରେ ୧୦ରୁ ୧୫ ଜଣ ସଶସ୍ତ୍ର  ମାଓବାଦୀ ଗାଁରେ ପହଞ୍ଚି ଲମ୍ବାୟାଙ୍କୁ ଘରୁ ଡାକି ନେଇଥିଲେ। ହେଲେ ଗାଁ ମୁଣ୍ଡ ରାସ୍ତାରେ ମାଓବାଦୀମାନେ ଲମ୍ବାୟାଙ୍କୁ ଗୁଳି ମାରିଥିବା ବେଳେ ମୁଣ୍ଡକୁ ପଥରରେ ଛେଚି ଦେଇଥିଲେ। ଘଟଣାସ୍ଥଳରେ ଲମ୍ବାୟାଙ୍କ ମୃତ୍ୟୁ ଘଟିଥିବାବେଳେ ନକ୍ସଲ ସେଠାରେ ଏକ ହାତ ଲେଖା ଚିଠି ଛାଡ଼ି ଯାଇଛନ୍ତି । ଯେଉଁଥିଲେ ଉଲ୍ଲେଖ ରହିଛି ଯେ, ଆନ୍ଧ୍ର, ଓଡ଼ିଶା ବର୍ଡର ବିଶାଖା ଡିଭିଜନରେ ପୂର୍ବରୁ ଲମ୍ବାୟା ପିଲାଲୁ ମାଓବାଦୀ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ୨୦୧୨ ମାଓବାଦୀ ସଂଗଠନର ହାତ ଛାଡ଼ି ପୋଲିସକୁ ଖବର ପୋଲିସକୁ ଦେଉଥିଲେ। ତେଣୁ ତାଙ୍କୁ ମୃତ୍ୟୁ ଦଣ୍ଡ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri