ମାଲକାନଗିର ପୋଲିସ ହାତରେ ଚୋର ଗ୍ୟାଙ୍ଗ : ୪ ଅଭିଯୁକ୍ତ ଗିରଫ

କୋରୁକୁଣ୍ଡା,୨୯।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଦୀର୍ଘଦିନରୁ ଚୋରି କରୁଥିବା ଏକ ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିବାରେ ବୁଧବାର ମାଲକାନଗିରି ପୋଲିସ ସଫଳ ହୋଇଛି। ଅଭିଯୁକ୍ତମାନେ ହେଲେ ଗୁରୁଦାସ ମଜୁମଦାର, ବିଜୟ ମଣ୍ଡଳ, ବାବୁଲାଲ୍‌ ମଜୁମ୍‌ଦାର। ସେହିପରି ଅନ୍ୟ ଜଣଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ପକ୍ଷରୁ ମାଲକାନଗିରି ପିଏମ୍‌ଭି ୭ ନମ୍ବର ଛକରେ ଚଢ଼ାଉ କରାଯାଇ ସେମାନଙ୍କୁ ଗିରଫ କରାଯାଇଛି। ଉକ୍ତ ଗ୍ୟାଙ୍ଗ ଦୀର୍ଘଦିନରୁ ଅଞ୍ଚଳରୁ ଛୋଟ ବଡ଼ ଚୋରି କରି ଆସୁଥିଲେ । ତେବେ ସେମାନଙ୍କ ନିକଟରୁ ୧୨ଟି ମୋବାଇଲ, ୩ଟି ଗାଡ଼ି, ଗୋଟିଏ ଲାପ୍‌ଟପ୍‌ ଓ ଗୋଟିଏ ଟିଭି ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ସ୍ଥିତିକୁ ଫେରିବାକୁ ଲାଗିପଡ଼ିଛି କଂଗ୍ରେସ

ବିଷମକଟକ/ରାୟଗଡ଼ା ଅଫିସ, ୩ା୨(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ରାୟଗଡ଼ା ଜିଲାରେ ଜିଲା ପରିଷଦ ଅଧ୍ୟକ୍ଷ ଆସନ ହାତେଇବାକୁ ଏବେ ସବୁ ଦଳରେ ଚାଲିଛି ଅଙ୍କକଷା। ରାୟଗଡ଼ା...

୫ ଦଫା ଦାବିରେ ଆଶା ସାଥୀ ସଂଘର ବିକ୍ଷୋଭ

ରାୟଗଡ଼ା ଅଫିସ ,୨୭।୨: ଭାରତୀୟ ମଜଦୁର ଦ୍ୱାରା ପରିଚାଳିତ ରାଜ୍ୟ ଆଶା ସାଥୀ ସଂଘ ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ରାୟଗଡ଼ା ଜିଲା ଶାଖା...

ଜୁଆଡ଼ିଙ୍କ ପାଖରୁ ମିଳିଲା ୨.୨୫ ଲକ୍ଷ ଟଙ୍କା, ୧୨ ଦାମୀ କାର୍‌

ଗୁଣପୁର,୧ା୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ ଏକ ବଡ଼ ଧରଣର ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨ ଲକ୍ଷ...

ନଦୀରେ ଭାସିଗଲେ ୨ ବୃଦ୍ଧା ଭଉଣୀ

ଦଶମନ୍ତପୁର,୨୯ା୯(ଡି.ଏନ୍‌.ଏ.):ଦୁଇଦିନ ତଳେ ଡଙ୍ଗରରୁ ବାଉଁଶ କରଡ଼ି ସଂଗ୍ରହ କରିବାକୁ ଯାଇଥିବା ୨ ଜଣ ବୃଦ୍ଧା ଭଉଣୀ ନଦୀ ପାର ହେବା ବେଳେ ଭାସିଯାଇଛନ୍ତି। କୋରାପୁଟ ଜିଲା...

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ...

୮ କରୋନା ଯୋଦ୍ଧା ସମ୍ବର୍ଦ୍ଧିତ

ରାୟଗଡ଼ା ଅଫିସ,୧୫ା୮: ରାୟଗଡ଼ାରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସ୍ଥାନୀୟ ଜିିସିଡି ପଡ଼ିଆଠାରେ ଶନିବାର ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଏଥିରେ ଦକ୍ଷତା ବିକାଶ...

ବିଷମକଟକରେ ପ୍ରଥମ ଥର ବାୟୋଫ୍ଲକ୍‌ ମାଛଚାଷ

ବିଷମକଟକ,୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ବାୟୋଫ୍ଲକ୍‌ ମାଛଚାଷ। ଏଥିରେ ପୋଖରୀ ବଦଳରେ ବିରାଟ ପାଣି ଟ୍ୟାଙ୍କ ମାଧ୍ୟମରେ ନୂତନ...

ଓଲଟିଲା ପିକ୍‌ଅପ୍‌ ଭ୍ୟାନ, ୧୫ ଆହତ

ପଦ୍ମପୁର,୧୨ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ହର୍ଲାଗୁଡା ଗ୍ରାମ ନିକଟ ବୁଲାଣି ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି ା ସେମାନଙ୍କୁ...

Advertisement
Archives

Model This Week