ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ

ମାଲେ,୩୦।୪: କରୋନା ଭାଇରସ ସଂକ୍ରମଣରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରିଥିବା ବେଳେ ଗୁରୁବାର ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ ହୋଇଥିବା ଖବର ମିଳିଛି। ସ୍ପୁଟନିକ ରିପୋର୍ଟ ଅନୁଯାୟୀ, ମାଲଦିଭିସର ସ୍ବାସ୍ଥ୍ୟମନ୍ତ୍ରୀ ଅବଦୁଲ୍ଲା ଅମିନ କହିଛନ୍ତି କରୋନା ଭାଇରସ ସଂକ୍ରମଣରେ ସେଠାରେ ଜଣେ ୮୩ ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି। ଏପ୍ରିଲ ୨୭ରେ ତାଙ୍କର ରିପୋର୍ଟ ପଜିଟିଭ ଆସିଥିବା ବେଳେ ଏପ୍ରିଲ ୩୦ରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମାଲଦିଭସରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୨୮୦।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ରାଜନୈତିକ ଅସ୍ଥିରତା, ଆମେରିକା-ଚାଇନା ମୁହାଁମୁହିଁ, ପ୍ରଚଣ୍ଡଙ୍କ ଧମକ…

କାଠମାଣ୍ଡୁ,୧୭।୨ : ଭାରତର ପଡୋଶୀ ଦେଶ ନେପାଳ ପୁଣି ଥରେ ରାଜନୈତିକ ଅସ୍ଥିରତା ସୃଷ୍ଟି ହୋଇଛି। ଏଥର ମଧ୍ୟ ନେପାଳରେ ଚାଲିଥିବା ରାଜନୈତିକ ଅଡୁଆରେ ଚାଇନା...

ଖାଇବର ପସ୍ତୁନଖ୍ବା-ପଞ୍ଜାବରେ ପ୍ରବଳ ବର୍ଷା, ୨୮ ମୃତ, ୧୪୦ରୁ ଅଧିକ ଆହତ…

ଇସଲାମାବାଦ,୧୧।୬ : ପାକିସ୍ତାନର ଖାଇବର ପସ୍ତୁନଖ୍ବା ଏବଂ ପଞ୍ଜାବ ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ ୨୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪୦ ରୁ ଅଧିକ...

ଇମ୍ରାନ୍‌ଙ୍କ ପୁରୁଣା ବନ୍ଧୁ ଗୁଲବର ଖାନ ହେଲେ ଗିଲଗିଟ-ବାଲ୍ଟିସ୍ତାନର ନୂଆ ମୁଖ୍ୟମନ୍ତ୍ରୀ

ଇସଲାମାବାଦ,୧୩।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଦଳରୁ ଅଲଗା ହୋଇଥିବା ଗୁଲବର ଖାନ ଗୁରୁବାର ଗିଲଗିଟ-ବାଲ୍ଟିସ୍ତାନ ଅଞ୍ଚଳର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟ...

୬ ମାନବାଧିକାର ସଂଗଠନକୁ ଭାରତ ସମେତ ୬ ଦେଶ ପକ୍ଷରୁ ଝଟ୍‌କା, ଜାତିସଂଘରେ ମାନ୍ୟତା ବିରୋଧରେ ଦେଲେ ଭୋଟ…

ଜେନେଭା, ୨୩।୭ : ଭାରତ ସମେତ ଅନ୍ୟ ୬ଟି ଦେଶ ଯୋଗୁ ୬ଟି ମାନବିକ ଅଧିକାର ଗୋଷ୍ଠୀକୁ ଏକ ବଡ଼ ଝଟକା ଲାଗିଛି। ଜାତିସଂଘରେ ଏସବୁ...

ଗୁଜୁରାଟରେ ଫସିଛନ୍ତି ବରଗଡ଼ର ୨୮ଶ୍ରମିକ

ବରଗଡ଼ ଅଫିସ୍‌,୬।୪: ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇ କିଛି ରୋଜଗାର ଆଶା ରଖିଥିଲେ । ମାତ୍ର ଲକ୍‌ ଡାଉନ୍‌ ନୁହେଁ, ସଟ୍‌ ଡାଉନ କଟକଣା...

ବଇଁଆ ବନାପୁର କ୍ୱାରାଣ୍ଟାଇନରେ କୋଲକାତା ଫେରନ୍ତାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ,୧୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବଇଁଆ ବନାପୁର ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଜଣେ କୋଲକାତା ଫେରନ୍ତା ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ସୌଦିକୁ ଫେରିଲା କରୋନା, ଭାରତ ସମେତ ୧୬ ଦେଶ ଯାତ୍ରା ଉପରେ କଟକଣା…

ଦୁବାଇ, ୨୩।୫ : ସୌଦି ଆରବକୁ ପୁଣି କରୋନା ଫେରିଛି। ଗତ କିଛି ସପ୍ତାହ ମଧ୍ୟରେ ସୌଦିରେ ଦୈନିକ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଇବାରେ ଲାଗିଛି।...

କିନ୍ନାର ଜିଲାରେ ଶତପ୍ରତିଶତ ଟିକାକାରଣ…

ଶିମ୍‌ଲା,୧୪।୧୦: ହିମାଚଳ ପ୍ରଦେଶର କିନ୍ନାର ଜିଲ୍ଲା ଏକ ନୂଆ ରେକର୍ଡ ସୃଷ୍ଟି କରିଛି। କିନ୍ନର ଦେଶର ପ୍ରଥମ ଜିଲା ଭାବେ ଶତପ୍ରତିଶତ ଟିକାକରଣ ଲକ୍ଷ୍ୟ ହାସଲ...

Advertisement
Archives

Model This Week