ମାଲବାହୀ ଟ୍ରେନ ଲାଇନଚ୍ୟୁତ

ରାୟଗଡ଼ା,୬ା୩ (ସ୍ବ.ପ୍ର.) – ରାୟଗଡ଼ା ଜିଲା କେଉଟଗୁଡା ରେଲଓ୍ବେ ଷ୍ଟେଶନ ନିକଟରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଏହି ଟ୍ରେନଟି ରାୟଗଡ଼ାଠାରୁ ଦାମନଯୋଡି ନାଲକୋ କାରଖାନାକୁ ଯାଉଥିବା ବେଳେ ଦୁଇଟି ବଗି ଲାଇନଚ୍ୟୁତ ହୋଇଥିଲା। ୨ଟି ବଗିର ୮ ଚକ ରେଳ ଧାରଣାରୁ ତଳକୁ ଖସି ପଡ଼ିଛି। ଏହା ସିଙ୍ଗଲ ଲାଇନ ହୋଇଥିବା କାରଣରୁ କୋରାପୁଟ -ରାୟଗଡ଼ା ରେଳପଥରେ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଛି। ବିଭିନ୍ନ ଷ୍ଟେଶନରେ ଟ୍ରେନ ଗୁଡ଼ିକ ଅଟକି ରହିଛି। ମୁଖ୍ୟତଃ ଯାତ୍ରୀବାହୀ ଟ୍ରେନ୍‌ଗୁଡ଼ିକ ଅଟକି ରହିବାରୁ ଯାତ୍ରୀମାନେ ଅସୁବିଧାର ଭୋଗୁଛନ୍ତି। ରାୟଗଡ଼ାଠାରୁ ବୈଷୟିକ ଟିମ ଘଟଣାସ୍ଥଳକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri