ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବାମାକୋ,୨୦ା୪ (ଏଏଫ୍‌ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। ଦେଶର କେନ୍ଦ୍ରାଞ୍ଚଳରେ ଗତମାସରେ ଘଟିଥିବା ଗଣହତ୍ୟାରେ ୧୬୦ ଲୋକଙ୍କ ମୃତ୍ୟୁ ହୋଇଥିଲା। ହିଂସା ନିୟନ୍ତ୍ରଣରେ ବିଫଳତା ପାଇଁ ସରକାରଙ୍କୁ ସମାଲୋଚନା କରାଯାଇଥିଲା। ଏହାର ପ୍ରତିବାଦରେ ଦୁଇ ସପ୍ତାହ ଧରି ଗଣବିକ୍ଷୋଭ ଲାଗିରହିଥିଲା। ବୁଧବାର ମାଲି ପାର୍ଲାମେଣ୍ଟରେ ଉଭୟ ଶାସକ ଓ ବିରୋଧୀ ଦଳର ଏମ୍‌ପିମାନେ ମାଇଗାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଶେଷରେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେଇଥିବା ରାଷ୍ଟ୍ରପତି ଇବ୍ରାହିମ୍‌ ବୁବାକର କେଇତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ହତ୍ୟା

ଇସଲାମାବାଦ୍‌,୨୨।୩: ପାକିସ୍ତାନ ସୁକୁର ରୋହିରରେ ଜଣେ ହିନ୍ଦୁ ଯୁବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତ ଯୁବତୀଙ୍କ ନାମ ପୂଜା ଓଏଡ୍‌ ଓ ଘର ସିନ୍ଧରେ।...

ଦୁବାଇରେ ୩୫,୫୦୦ କୋଟିର ଘର କିଣିଛନ୍ତି ଭାରତୀୟ

ଦୁବାଇ,୬।୨: ୨୦୨୨ରେ ଭାରତୀୟମାନେ ଦୁବାଇରେ ଘର କିଣିବାରେ ୩୫,୫୦୦ କୋଟି ଟଙ୍କା (୧୬ ବିଲିୟନ ଡିରହାମ୍‌) ବିନିଯୋଗ କରିଥିବା ରିଅଲ ଇଷ୍ଟେଟ୍‌ ତଥ୍ୟରୁ ଜଣାପଡ଼ିଛି। ୨୦୨୧...

ଶ୍ରୀଲଙ୍କାରେ ଶାନ୍ତିପୂର୍ଣ୍ଣ ସାମ୍ବିଧାନିକ ଭାବେ ହେଉ କ୍ଷମତା ହସ୍ତାନ୍ତର, ଜାତିସଂଘର ଅନୁରୋଧ …

ଜେନେଭା, ୧୬।୭ : ମିଳିତ ଜାତିସଂଘ ଶ୍ରୀଲଙ୍କାର ନେତାମାନଙ୍କୁ ଦେଶର ସମ୍ବିଧାନ ଅନୁଯାୟୀ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ଅନୁରୋଧ କରିଛି। ସପ୍ତାହେ ଧରି...

ରୁଷିଆକୁ ଗ୍ୟାସ ଯୋଗାଣ ପାଇଁ ରାଜି ହେଲା ଜର୍ମାନୀ

ବର୍ଲିନ,୩୧ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧ ମାସରୁ ଅଧିକ ହେବ ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ୟୁକ୍ରେନର କୋଟିକୋଟି ଟଙ୍କାର କ୍ଷତି ହୋଇସାରିଲାଣି। ଅନ୍ୟପକ୍ଷରେ ରୁଷିଆର ମଧ୍ୟ...

୧୦ଦିନ ପର୍ଯ୍ୟନ୍ତ ସଂରକ୍ଷିତ ରହିବ ମହାରାଣୀଙ୍କ ମର ଶରିର

ଲଣ୍ଡନ,୯ ।୯: ମହାରାଣୀ ଏଲିଜାବେଥ ୨ୟଙ୍କ ପରଲୋକ ପରେ ଏବେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଲାଇନ ଲାଗିବା ଆରମ୍ଭ ହୋଇଯାଇଛି । ଲୋକେ ତାଙ୍କ ପରଲୋକ...

ଯୁଦ୍ଧ ପାଇଁ ପ୍ରସ୍ତୁତ ଏହି କୁକୁର, ୧୩୦୦୦ ଫୁଟ ଉଚ୍ଚରୁ ଦେଲା ଲମ୍ଫ

ମସ୍କୋ,୭ା୭: ରୁଷିଆ ପ୍ରଶାସନ କେବଳ ସୈନିକ ନୁହନ୍ତି, କୁକୁରମାନଙ୍କୁ ମଧ୍ୟ ଯୁଦ୍ଧ ପାଇଁ ପ୍ରଶିକ୍ଷଣ ଦେଉଛି। ଏବେ କୁକୁରର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ପାର୍ଲାମେଣ୍ଟରେ ମୁଥ ମରାମରି

ଅମ୍ମାନ, ୩୦ା୧୨: ଲିଙ୍ଗଗତ ସମାନତାକୁ ନେଇ ସମ୍ବିଧାନରେ ସଂଶୋଧନ ନିମନ୍ତେ ଏକ ବିଧେୟକ ଉପରେ ଆଲୋଚନାବେଳେ ମଙ୍ଗଳବାର ଜୋର୍ଡାନ ପାର୍ଲାମେଣ୍ଟରେ ଏମ୍‌ପିମାନେ ପରସ୍ପର ମଧ୍ୟରେ ମାରପିଟ...

ଆଫଗାନିସ୍ତାନର ରାଷ୍ଟ୍ରପତି ଭାବେ ଶପଥ ନେଲେ ଘନି

କାବୁଲ,୯।୩: ଆଫଗାନିସ୍ତାନର ରାଷ୍ଟ୍ରପତି ଭାବେ ଦ୍ୱିତୀୟଥର ଶପଥ ନେଇଛନ୍ତି ଅଶରଫ ଘନି। କାବୁଲରେ ଥିବା ରାଷ୍ଟ୍ରପତି ଭବନରେ ସୋମବାର ଘନି ଶପଥ ଗ୍ରହଣ କରିଛନ୍ତି। ଏହି...

Advertisement
Archives

Model This Week