ମାଲେସିଆରେ ଗିରଫ ହୋଇପାରନ୍ତି ଜାକିର

କୁଆଲାଲାମପୁର,୧୬।୮: ଧର୍ମକୁ ନେଇ ବିବାଦୀୟ ବୟାନ ଦେଇଥିବା ଜାକିର ନାଇକଙ୍କର ଚିନ୍ତା ବଢି ଯାଇଛି। କାରଣ ମାଲେସିଆ ସରକାର ତାଙ୍କୁ ପଚରା ଉଚରା ପାଇଁ ଗିରଫ କରିପାରନ୍ତି। ମାଲେସିଆ ଗୃହମନ୍ତ୍ରୀ କହିଛନ୍ତି ହିନ୍ଦୁ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ତାଙ୍କୁ ପଚରା ଉଚରା କରାଯାଇପାରେ। ଭାରତରୁ ଫେରାର ଥିବା ଜାକିରଙ୍କୁ ଏବେ ମାଲେସିଆର କେତେଜଣ ମନ୍ତ୍ରୀ ସେଠାରୁ ବାହାର କରିଦେବାକୁ କହୁଥିବା ବେଳେ ଏବେ ତାଙ୍କୁ ଗିରଫ କରାଗଲେ ପରିସ୍ଥିତି ବଦଳିଯାଇପାରେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଜାକିର ହିନ୍ଦୁ ବିରୋଧୀ ମନ୍ତବ୍ୟ ଦେଇ କହିଥିଲେ କି ମାଲେସିଆରେ ହିନ୍ଦୁଙ୍କୁ ଭାରତରେ ମୁସଲମାସ ସଂଖ୍ୟାଲଘୁଙ୍କ ତୁଳନାରେ ଶହେ ଗୁଣ ଅଧିକ ଅଧିକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ଅମୃତସର-ଲାହୋର ବସ୍‌ ସେବା

ନୂଆଦିଲ୍ଲୀ/ଇସଲାମାବାଦ,୧୦।୮: ବିଚଳିତ ପାକିସ୍ତାନ ଏବେ ଭାରତକୁ ନେଇ ଆଉ ଏକ ବଡ ନିଷ୍ପତ୍ତି ନେଇଛି। ପ୍ରଥମେ କୁଟନୈତିକ ସମ୍ପର୍କ, ପରେ ଟ୍ରେନ୍‌ ସେବା ବନ୍ଦ କରିଥିବା...

୪ ମହାମାରୀ ଯୋଗୁ ଦୋହଲି ଯାଇଥିଲା ପୃଥିବୀର ଆର୍ଥିକ ସ୍ଥିତି !

ଓ୍ବାଶିଂଟନ,୨୯।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା...

ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ବୁଧବାର ଶପଥ ନେବେ ବୋରିସ

ଲଣ୍ଡନ,୨୩।୭: ବ୍ରିଟେନର ଶାସକ ଦଳ କଞ୍ଜରଭେଟିଭ ପାର୍ଟିର ଅଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ବାଚନରେ ଲଣ୍ଡନର ପୂର୍ବତନ ମେୟର ବୋରିସ ଜନସନ ବିଜୟୀ ହୋଇଛନ୍ତି। ଏହି...

ପାକ୍‌ ବିଦେଶ ମନ୍ତ୍ରଣାଳୟ ଅଫିସରେ ଟିକ୍‌ଟକ୍‌ ଷ୍ଟାରଙ୍କ ଭିଡିଓ ଭାଇରାଲ

ଇସ୍‌ଲାମାବାଦ,୨୫।୧୦: ପପୁଲାର ଟିକ୍‌ଟକ୍‌ ଷ୍ଟାର ହରିମ ଶାହଙ୍କ ଭିଡିଓକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ପାକିସ୍ତାନର ବିଦେଶ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ହରିମ ଟିକ୍‌ଟକ୍‌ ଭିଡିଓ...

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଗୃହୀତ

ଓ୍ବାଶିଂଟନ, ୨୦।୧୨(ପି.ଟି.):ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ବୁଧବାର ପ୍ରତିନିଧି ସଭାରେ ଗୃହୀତ ହୋଇଛି। ଫଳରେ ତାଙ୍କୁ ସିନେଟରେ ବିଚାରର ସମ୍ମୁଖୀନ ହେବାକୁ ପଡିବ।...

ଲକ୍‌ଡାଉନ୍‌: ୯୦ ଦେଶର ୪୫୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ; ଆଇନ ନ ମାନିଲେ ଜରିମାନା-ଜେଲ୍‌ଦଣ୍ଡ-ଗୁଳି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/ୱାଶିଂଟନ,୫।୪: ପୃଥିବୀର ୨୦୫ଟି ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥ୍‌ିତି ଅସମ୍ଭାଳ ହେବାରେ ଲାଗିଛି । ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ୍ ଦେଶର ସରକାରଙ୍କ ପକ୍ଷରୁ...

ଶ୍ରୀଲଙ୍କା ବିସ୍ଫୋରଣରେ ସାମିଲ ଥିଲେ ୯ ଆତ୍ମଘାତୀ

କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ...

ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ...


Coronavirus Update

Archives

Model This Week

Why Dharitri