ମାଲବାହୀ ଟ୍ରେନ୍‌ରେ ନିଆଁ

ଗଞ୍ଜାମ,୧୪।୧(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଗଞ୍ଜାମ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଦୁଇଟି ବଗିରୁ ଧୂଆଁ ବାହାରୁଥିବା ସକାଳେ ଗଞ୍ଜାମ ରେଳ ଷ୍ଟେଶନକୁ ଖବର ଆସିଥିଲା। ପରେ ଟ୍ରେନ୍‌ଟି ଗଞ୍ଜାମ ଷ୍ଟେଶନରେ ୫ଟା ୪୨ ମିନିଟ୍‌ରେ ପହଞ୍ଚିବା ପରେ ପୂର୍ବରୁ ସୂଚନା ପାଇ ନିୟୋଜିତ ଥିବା ଅଗ୍ନିଶମ ବିଭାଗର କର୍ମଚାରୀ ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ପରେ ଟ୍ରେନ୍‌ଟି ପଲାସା ଅଭିମୁଖେ ଯାତ୍ରା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳରାମ ଖଣିରୁ କୋଇଲା ପରିବହନ ବନ୍ଦକୁ ବିରୋଧ: ୨୫ରୁ ଆନ୍ଦୋଳନ ଚେତାବନୀ

ଅନୁଗୋଳ ଅଫିସ, ୨୫ା୧୦-ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। କେତେଜଣ ରାଜନୈତିକ ବ୍ୟକ୍ତିଙ୍କୁ ହାତ କରି ଡଅଁରା ଗ୍ରାମର...

ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍‌ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା

ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍‌ ବାବଦକୁ ଆସିଥିବା ୭୦...

ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍‌

ଖୁଣ୍ଟୁଣୀ,୩୧ା୮(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ...

ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ଏମ୍‌ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨)...

ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍‌ ନମ୍ବର

କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା...

ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ...

ବିଜୟ ମୁକୁଟ ପିନ୍ଧିଲେ ଦୀପାଳି

ଝାରସୁଗୁଡ଼ା ଅଫିସ, ୧୩।୫: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜୟ ମୁକୁଟ ପିନ୍ଧିଲେ ଦୀପାଳି ଦାସ। ବିପୁଳ ସଂଖ୍ୟାର ଭୋଟରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟ...

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ...

Advertisement
Archives

Model This Week