ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଅନୁଗୋଳ ଅଫିସ,୧୧।୧୨: ଅନୁଗୋଳ ବଅଁରପାଳ ହାଟ ନିକଟରେ ଏକ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି । ଟେନ୍‌ଟି ଦାମନଯୋଡ଼ିରୁ ନାଲ୍‌କୋକୁ ଆଲୁମିନା ଆଣୁଥିବା ବେଳେ ଲାଇନ୍‌ଚ୍ୟୁତ ହୋଇଛି। କେଉଁ କାରଣରୁ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଛି ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri