ମାଲ ବୋଝେଇ ଟ୍ରକ ଜଳିଗଲା

ଭଞ୍ଜନଗର,୩।୧(ଡି.ଏନ.ଏ): ତାରସିଂ ନିକଟ ଜଙ୍ଗଲ ରାସ୍ତାରେ ମାଲ ବୋଝେଇ ଏକ ଟ୍ରକ ଗୁରୁବାର ଭୋରରେ ଶଟ୍‌ ସର୍କିଟ୍‌ ଯୋଗୁ ଜଳିଯାଇଛି। ଭଞ୍ଜନଗର- ଦଶପଲ୍ଲା ମୁଖ୍ୟ ରାସ୍ତାରେ ଏପରି ଘଟିଥିବା ଖବରପାଇ ଦଶପଲ୍ଲା ଦମକଳ ବାହିନୀ ପହଞ୍ଚି ନିଅଁ।କୁ ଆୟତ୍ତ କରିଥିଲେ। ଟ୍ରକଟି ସମ୍ବଲପୁରରୁ ଳୁହାଚାଦର ନେଇ ତାମିଲନାଡ଼ୁ ଅଭିମୁଖେ ଯାଉଥିଲା। ତାରସିଂ ନିକଟ ଜଙ୍ଗଲ ରାସ୍ତାରେ ଗାଡ଼ିରୁ ଧୁଅଁ। ବାହାରିବାରୁ ଚାଳକ ଗାଡି ଅଟକାଇଥିଲେ । ପରେ ହେଲ୍‌ପର ଓ ଚାଳକ ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ । କିଛି ସମୟ ମଧ୍ୟରେ ଟ୍ରକଟି ସମ୍ପୂର୍ଣ୍ଣ ଜଳିଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri