ମାସକ ମଧ୍ୟରେ ଫେରିଲେଣି ଦେଢ଼ଲକ୍ଷ ପ୍ରବାସୀ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଓ ଜଗନ୍ନାଥପୁର ଷ୍ଟେଶନକୁ ମାସକ ମଧ୍ୟରେ ୧ ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ତେବେ ଏଥିରେ ଗଞ୍ଜାମ ସମେତ ଓଡ଼ିଶାର ବିଭିନ୍ନ ଜିଲାର ଲୋକ ରହିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏମାନଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛିି। ଏହି ମହାମାରୀ ସରିବା ପର୍ଯ୍ୟନ୍ତ ଜିଲା ପ୍ରଶାସନ ଯୁଦ୍ଧ ଜାରି ରଖିବ ବୋଲି ଆଇଏଏସ୍‌ ଅଫିସର କିରଥି ଭାଶନ ଟୁଇଟ୍‌ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାଳନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା

କୋକସରା,୨୮ା୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା-କୋକସରା ରାସ୍ତାରେ ସୋମବାର ୩ଜଣ ଛାତ୍ରୀ ଏକ ସ୍କୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଛନ୍ତି। ଫଳରେ...

ଗଞ୍ଜାମରେ ଶନିବାର ‘ନୋ ବ୍ୟାଗ୍‌ ଡେ’

ଛତ୍ରପୁର,୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ...

ଚାଳକ ଦିବସ: ସରକାରୀ ସୁବିଧା ଦାବିକଲେ ଚାଳକ

ବ୍ରହ୍ମପୁର ଅଫିସ,୧୭ା୯: ଓଡ଼ିଶା ମୋଟର୍‌ ଚାଳକ ସଂଘର ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି। ଏହି ଅବସରରେ ସକାଳେ ବହୁ...

ସନ୍ଥ କବିଙ୍କ ସଂପର୍କରେ ଆପତ୍ତିଜନକ ମନ୍ତବ୍ୟ : ପ୍ରତିବାଦରେ କୌପିନଧାରୀଙ୍କ ଦାବିପତ୍ର

କେନ୍ଦୁଝର, ୨୬ା୫ (ସ୍ବ.ପ୍ର./ଡି.ଏନ.ଏ.) -‘ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେବା ସହୁ’। ‘ମୋ ଜୀବନ ପଛେ ନର୍କ ପଡିଥାଉ ଜଗତ ଉଦ୍ଧାର ହେଉ।’...

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ନ ହେବାରୁ ଅସନ୍ତୋଷ

ପାଟଣା,୨୨।୬(ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଦଧିବାମନ ଜୀଉଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି।ତେବେ ଜିଲାର ଏହି...

ବିଦ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ:ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୨୫।୬ ଅନୁଗୋଳ ଜିଲା ପରାବିଲ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ସ୍ଥାନାନ୍ତରଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଗ୍ରାମ୍ୟ କମିଟି ସୋମବାର...

ଟ୍ରକ ତଳେ ଚାପି ହୋଇ ଚାଲିଗଲା ଯବାନଙ୍କ ଜୀବନ

ଜମନକିରା,୨୦।୮: ( ରବୀନ୍ଦ୍ର ପ୍ରସାଦ ଦାନୀ) ଦେଶ ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତୀୟ ସେନାରେ ୩୦ବର୍ଷ କାଳ ସେବା କରି ସୁନାମ ଅର୍ଜନ...

ପାଣି ପଏଣ୍ଟରେ ଟ୍ୟାପ୍‌ ନାହିଁ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ବଅଁରପାଳ,୨।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ତଳମୂଳ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି। ପାନୀୟ ଜଳ ମୁନ୍ଦେ ପାଇଁ ଅନେକ...

Advertisement
Archives

Model This Week