Posted inଜାତୀୟ

ମାସୁଦ୍‌ ଆଝାର୍‌ ପୁଣି ସକ୍ରିୟ: ଭାରତରେ ଅନୁପ୍ରବେଶ ପାଇଁ ୫୦ ଜୈଶ୍‌ ଆତଙ୍କବାଦୀ ବାଲାକୋଟରେ ନେଉଛନ୍ତି ପ୍ରଶିକ୍ଷଣ

ଶ୍ରୀନଗର,୧୪।୧୧: ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର୍‌ ପୁଣି ସକ୍ରିୟ ହୋଇଥିବା କୁହାଯାଉଛି। ମାସୁଦ୍‌ଙ୍କ ନିର୍ଦ୍ଦେଶରେ ଜୈଶ୍‌ ଆତଙ୍କବାଦୀ ଓସାମା ୟୁସୁଫ୍‌ ଭାରତରେ ଅନୁପ୍ରବେଶ ପାଇଁ ଉପଯୁକ୍ତ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ସୂଚିତ ହୋଇଛି। ଏହା ସହିତ ଜମ୍ମୁ-କଶ୍ମୀରରେ ଆକ୍ରମଣ କରିବା ପାଇଁ ୫୦ରୁ ଅଧିକ ଜୈଶ୍‌ ଆତଙ୍କବାଦୀଙ୍କୁ ବାଲାକୋଟରେ ତାଲିମ୍‌ ଦିଆଯାଉଛି। ସୂଚନାଯୋଗ୍ୟ, ମାସୁଦ୍‌ଙ୍କ ନିର୍ଦ୍ଦେଶରେ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରିଥିବା ବହୁ ଆତଙ୍କବାଦୀ ଭାରତୀୟ ସେନାଙ୍କ ଅପରେଶନ୍‌ ଅଲ୍‌ଆଉଟ୍‌ରେ ନିହତ ହୋଇଛନ୍ତି। ମାସୁଦ୍‌ଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ନ ଥିବା ପୂର୍ବରୁ କୁହାଯାଉଥିଲା। ତେବେ ସେ ସୁସ୍ଥ ହୋଇ ପୁଣି ଭାରତରେ ଆକ୍ରମଣ ଯୋଜନା କରୁଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri