ମାସୁଦ୍‌ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ

ଇସଲାମାବାଦ୍‌,୧୦।୯: ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି। ମାସୁଦ୍‌ଙ୍କ ଅନୁପସ୍ଥିତିରେ ସଂଗଠନର ଦାୟିତ୍ୱ ଏବେ ତାଙ୍କ ଭାଇ ଅବଦୁଲ୍‌ ରଉଫ୍‌ ଅସଗର ତୁଲାଉଛନ୍ତି। ମାସୁଦ୍‌ କିଡନୀ ରୋଗରେ ପୀଡ଼ିତ ଅଛନ୍ତି। ସେ ପାକିସ୍ତାନର ବହାବଲପୁର ଥିବା ଜୈଶ୍‌ ମୁଖ୍ୟାଳୟ ମରକଜ୍‌ ସୁଭାନଲ୍ଲାହରେ ଏବେ ରହୁଛନ୍ତି। ମରକଜ୍‌ ସୁଭାନଲ୍ଲାହ ଏକ ବିଶାଳ ବିଲ୍ଡିଙ୍ଗ୍‌। ଏଠାରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ସୁଯୋଗ ରହିଛି। ଏଠାରେ ଜୈଶ୍‌ର ପ୍ରମୁଖ ଅଧିକାରୀଙ୍କ ବୈଠକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,...

ମାଗଣାରେ ଖାଇବାକୁ ଡେଟ୍‌ରେ ଯାଆନ୍ତି ଯୁବତୀ

କାଲିଫର୍ନିଆ: ବିବାହ ବା ରିଲେଶପଶିପରେ ରହିବା ପୂର୍ବରୁ ପରସ୍ପରକୁ ଜାଣିବା ପାଇଁ ପୁଅ-ଝିଅ ଡେଟିଂରେ ଯାଉଥିବା କଥା କିଛି ନୂଆ ନୁହେଁ। ଅନ୍‌ଲାଇନ୍‌ ଡେଟିଂ ଆପ୍‌ରୁ...

ଚାଇନା ଭଳି ଅନ୍ଧାରରେ ବୁଡି ଯାଇପାରେ କାବୁଲ

କାବୁଲ,୫ ।୧୦: ତାଲିବାନ ଆଫଗାନିସ୍ତାନକୁ ନିଜ କବଳକୁ ନେଇ ଯାଇଛି ସତ । ହେଲେ ଏବେ ବେଳକୁ ବେଳ ତାଲିବାନ ଆଗରେ ନୂଆ ନୂଆ ସମସ୍ୟା...

ମୋଦିଙ୍କୁ ପ୍ରଶଂସା କଲେ ଇମ୍ରାନ୍‌…

ଇସଲାମାବାଦ, ୨୨।୫ : ଆମେରିକାର ଚାପ ସତ୍ତ୍ୱେ ରୁଷିଆରୁ ସବସିଡିଯୁକ୍ତ ଅଶୋଧି ତୈଳ କ୍ରୟ କରୁଥିବାରୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତର...

କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ସିଓଲ/ପୋଙ୍ଗୟାଙ୍ଗ, ୨୫।୫ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷଣ କଟକଣାକୁ ବେଖାତିର କରିବାରେ ଲାଗିଛନ୍ତିି। ଏହି ମର୍ମରେ...

ପାଣି ବୋତଲ-୩୦୦୦, ଭାତ ପ୍ଲେଟ୍‌-୭୫୦୦, କାବୁଲ ବିମାନ ବନ୍ଦରରେ ଦୟନୀୟ ସ୍ଥିତି…

କାବୁଲ,୨୬।୮: ଆଫଗାନିସ୍ତାନରୁ ଲୋକେ ଜୀବନ ଭୟରେ ପଳାୟନ କରୁଛନ୍ତି। ଫଳରେ କାବୁଲ ବିମାନ ବନ୍ଦର ବାହାରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ପ୍ରାୟ ୫୦ ହଜାରରୁ...

ଚାଇନାରେ ସଂକ୍ରମଣ ୧କୁ ହ୍ରାସ

ବେଜିଂ,୩।୫: କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ ଚାଇନାରେ ଶୁକ୍ରବାର ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତାହା ବାହାରୁ ଆସିଥିବା ମାମଲା ବୋଲି କୁହାଯାଉଛି। ଡିସେମ୍ବର ମାସରେ ପ୍ରଥମେ...

ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାରେ ତଳକୁ ଖସିପାରନ୍ତି ଏଲନ ମସ୍କ

ୱାଶିଂଟନ,୮ ।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାର ଏକ ନମ୍ବରରେ ଥିବା ଏଲନ ମସ୍କ ଏବେ ଏହାକୁ ହରାଇ ପାରନ୍ତି ବୋଲି କୁହାଯାଉଛି ।...

Advertisement
Archives

Model This Week