ମାସ୍କ୍‌ ପିନ୍ଧିବା ଜରୁରୀ, ବାହାରେ ଛେପ ପକାଇଲେ ଜରିମାନା ସହ ଜେଲଦଣ୍ଡ: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହା ସହିତ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଲଢ଼େଇ ଲାଗି ମାର୍ଗ ଦର୍ଶିକା ମଧ୍ୟ ପ୍ରକାଶ ପାଇଛି। ଘରୁ ବାହାରକୁ ବାହାରିଲେ ମାସ୍କ୍‌ ପିନ୍ଧିବା ଜରୁରୀ ଦର୍ଶାଯାଇଛି। ସେହିପରି କର୍ମକ୍ଷେତ୍ରରେ ମଧ୍ୟ ମାସ୍କ୍‌ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ବାହାରେ ଛେପ ପକାଇଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜରିମାନା ସହିତ ଜେଲ ଦଣ୍ଡାଦେଶ କରାଯିବ ବୋଲି ମାର୍ଗ ଦର୍ଶିକାରେ ପ୍ରକାଶ ପାଇଛି। କରୋନ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଏହା ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଇଛି। ଲକ୍‌ ଡାଉନ୍‌ ସମୟ ସୀମା ମେ ୩ ପର୍ଯ୍ୟନ୍ତ ବଢ଼ିବା ନେଇ ଘୋଷଣା ହେବାପରେ ଏହି ମାର୍ଗ ଦର୍ଶିକା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହ ଲଢ଼େଇ ପାଇଁ ଅଣ୍ଟାଭିଡ଼ା: ତୁର୍କୀର ୩୧ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ

ଆଙ୍କରା,୧୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟାକୁ ରୋକିବା ପାଇଁ ତୁର୍କୀର ୩୧ଟି ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି। କର୍ଫ୍ୟୁ ଜାରି ହୋଇଥିବା ଅଞ୍ଚଳ ମଧ୍ୟରେ...

ମାସକରେ ମଲେଣି ୯ ବାଘ

ଭୋପାଳ/ଉମରିଆ,୩।୫: ଅଭୟାରଣ୍ୟରେ ଅସୁରକ୍ଷିତ ଜାତୀୟ ପଶୁ। ଲକ୍‌ଡାଉନ୍‌ ସମୟରେ ଦେଶର ସଂରକ୍ଷିତ ଜଙ୍ଗଲ ଏବଂ ଅଭୟାରଣ୍ୟରେ ବିଭିନ୍ନ କାରଣରୁ ମରୁଛନ୍ତି ବାଘ। ଶନିବାର ବାନ୍ଧବଗଡ଼ ବ୍ୟାଘ୍ର...

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି)...

ଭାଇଜାଗ୍‌ ଫାର୍ମରେ ଗ୍ୟାସ୍‌ ଲିକ୍‌: ୨ ମୃତ

ବିଶାଖାପାଟଣା,୧।୭(ଆଇଏଏନ୍‌ଏସ୍‌): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍‌ରେ ଗ୍ୟାସ୍‌ ଲିକ୍‌ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍‌ଓ୍ବାଡ଼ାର ଜବାହରଲାଲ୍‌ ନେହେରୁ ଫାର୍ମା...

ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ...

ବରଗଡ଼ରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୧।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୪ଜଣ ନୂଆ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ମହିଳା ଥିବାବେଳେ ୨...

ବୃହତ୍‌ ଶିଳ୍ପରେ ପରିଣତ ହେଲାଣି ହସ୍ପିଟାଲ

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ହସ୍ପିଟାଲଗୁଡ଼ିକ ବୃହତ ଶିଳ୍ପରେ ପରିଣତ ହୋଇଛନ୍ତି। ଜନସାଧାରଣଙ୍କ ବିପତ୍ତିରୁ ଫାଇଦା ଉଠାଇ ସେମାନେ ବଡ଼ ହୋଇଛନ୍ତି। ଜୀବନ ବଦଳରେ ସେଗୁଡ଼ିକୁ ସମୃଦ୍ଧ ହେବାକୁ...

ଦେଶରେ ଏପର୍ଯ୍ୟନ୍ତ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ: ୧୬,୦୦୨ ଟେଷ୍ଟରୁ ମାତ୍ର ୨ ପ୍ରତିଶତ ପଜିଟିଭ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ୬ ହଜାର ଅତିକ୍ରମ କରି ସାରିଲାଣି। ସେହିପରି କରୋନା ମୃତ୍ୟୁ ସଂଖ୍ୟା...

Advertisement
Archives

Model This Week