ମାସ୍କ ନାହିଁ ତ ଗ୍ରୋସରୀ ନାହିଁ

ରାଇକିଆ,୧୦।୪(ଡି.ଏନ୍‌.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ କନ୍ଧମାଳ ଜିଲା ରାଇକିଆ ବଣିକ ସଂଘ ଏକ ଅଭିନବ ପଦକ୍ଷେପ ନେଇଛି । ମାସ୍କ ନ ପିନ୍ଧି ରାସନ ପାଇଁ ଆସୁଥିବା ଗ୍ରାହକଙ୍କୁ ସାମଗ୍ରୀ ଦିଆଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଏ ନେଇ ବଣିକ ସଂଘ ସମ୍ପାଦକ ବିଜୟ ପଣ୍ଡା କୁହନ୍ତି, ସୁରକ୍ଷା ଦୃଷ୍ଟିରୁ ଏହା ଉଭୟ ଗ୍ରାହକ ଏବଂ ଦୋକାନୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେଣୁ ସମସ୍ତ ଦୋକାନୀଙ୍କୁ ମାସ୍କ ପିନ୍ଧିବା ପାଇଁ କୁହାଯାଇଥିବା ବେଳେ ଯେଉଁ ଗ୍ରାହକ ମାସ୍କ ନ ପିନ୍ଧି ଆସିବେ ସେମାନଙ୍କୁ ସାମଗ୍ରୀ ଦିଆଯିବ ନାହିଁ। ଏ ନେଇ ସମସ୍ତ ଦୋକାନରେ ବିଜ୍ଞପ୍ତି ଲଗାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆର ୫ ପାଇଲଟ କରୋନା ପଜିଟିଭ

ନୂଆଦିଲ୍ଲୀ,୧୦।୫: ଚିନ୍ତା ବଢାଇଲାଣି କରୋନା। ଦେଶରେ ଏହା ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ରବିବାର ଏୟାର ଇଣ୍ଡିଆର ୫ ଜଣ ପାଇଲଟ କରୋନାରେ ସଂକ୍ରମିତ...

ଠାକୁରଗଡ଼ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ : ଡାକ୍ତର ନିଯୁକ୍ତି ପାଇଁ ବିଧାୟକଙ୍କୁ ଦାବିପତ୍ର

ବଇଣ୍ଡା,୧୫।୬(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଘୋର ସମସ୍ୟା ଦେଇ ଗତି କରୁଛି। ଡାକ୍ତର ପଦବୀ ଖାଲି ପଡ଼ିଥିବା ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ...

ରାଉରକେଲା ବିମାନବନ୍ଦରରୁ ୬ଗୁଳି ଧରାପଡ଼ିଲା

ରାଉରକେଲା ଅଫିସ,୯ା୧: ରାଉରକେଲା ସହରକୁ ବିମାନସେବା ଆରମ୍ଭ ହେବାର ଦିନକ ପରେ ରବିବାର ସ୍ଥାନୀୟ ବିମାନ ବନ୍ଦରରୁ ଜଣେ ଯାତ୍ରୀଙ୍କଠାରୁ ୬ଟି ଗୁଳି ଧରାପଡିଛି। ଯାତ୍ରୀ...

ଗାଁ ମୁହାଁ ସମୁଦ୍ର

ଗୋପାଳପୁର,୨ା୭: ଗଁା ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ...

କୋଭିଡ୍‌ ଟିକା ପାସ୍‌ ନ ଥିଲେ ରେଷ୍ଟୁରାଣ୍ଟ୍‌-ଜିମ୍‌ରେ ପ୍ରବେଶ ମନା…

ନ୍ୟୁୟର୍କ,୪।୮: ଆମେରିକାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନ୍ୟୁୟର୍କ ସହରରେ କେତେକ ସର୍ବସାଧାରଣ ସ୍ଥଳକୁ ଯିବା ଲାଗି କଟକଣା ଜାରି...

ଆଦର୍ଶ କୃଷି ଉଦ୍ୟାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୬ା୪: ରାଜ୍ୟର ପ୍ରତି ଜିଲାରେ ଆଦର୍ଶ କୃଷି ଉଦ୍ୟାନ ପ୍ରତିଷ୍ଠା ହୋଇଛି। ଉଦ୍ୟାନ କୃଷି ମିଶନ ଅଧୀନରେ ଉଦ୍ୟାନରେ ଉନ୍ନତ ଧରଣର ଆମ୍ବ,...

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି...

ପ୍ରବାସୀ ଓଡ଼ିଆଙ୍କ ଜାତୀୟ ରାଜପଥ ଅବରୋଧ, ଅଟକିଲା ଶହ ଶହ ଗାଡି

ଭଦ୍ରକ ଅଫିସ,୨୬ା୫ : ଭଦ୍ରକ ନିକଟ ମାଛ ମାର୍କେଟ ନିକଟ ଜାତୀୟ ରାଜପଥ ୧୬ରେ ମଙ୍ଗଳବାର ସକାଳେ ହଜାର ହଜାର ପ୍ରବାସୀ ଓଡ଼ିଆ ରାସ୍ତା ଅବରୋଧ...

Advertisement
Archives

Model This Week