ମାସ୍କ ନ ପିନ୍ଧିଲେ ଜରିମାନା ସହ ଗିରଫ କରାଯିବ: ଡିଜିପି

ଭୁବନେଶ୍ୱର, ୧।୬(ବ୍ୟୁରୋ): ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଜରିମାନା ଦେବାକୁ ପଡ଼ିବ। ପ୍ରଥମ ଓ ଦ୍ୱିତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୫ଶହ ଏବଂ ତୃତୀୟ ଥର ନିୟମ ଭାଙ୍ଗିଲେ ୧ ହଜାର ଟଙ୍କା ଦେବାକୁ ପଡ଼ିବ। ମାସ୍କ ନ ପିନ୍ଧିଲେ ଜରିମାନା ସହ ଗିରଫ ବି କରାଯିବ। ଏପିଡେମିକ ଆକ୍ସ ଅନୁସାରେ ଗିରଫ କରାଯିବ ବୋଲି ଡିଜିପି ଅଭୟ କରିଛନ୍ତି। ବିନା କାରଣରୁ ବାହାରେ କୁଆଡ଼େ ବୁଲନ୍ତୁ ନାହିଁ ବୋଲି ମେଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟର ୨ ବିଚାରପତିଙ୍କ ଶପଥ ଗ୍ରହଣ

କଟକ ଅଫିସ,୧୦।୬: ଓଡିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଆଜି ଶପଥ...

ସବୁ ଏମ୍‌ସ ହେବ ଉତ୍କର୍ଷ କେନ୍ଦ୍ର:ମାଣ୍ଡଭ୍ୟ

ଭୁବେନଶ୍ବର,୯ା୧(ବ୍ୟୁରୋ): ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ବଡି (ସିଆଇବି)ର ୬ଷ୍ଠ ବୈଠକ ରବିବାର ଭୁବନେଶ୍ବର ଏମ୍‌ସରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...

୪୨ ହାବିଲଦାର ମେଜରଙ୍କ ପଦୋନ୍ନତି

କଟକ ଅଫିସ, ୧୦ା୧୦- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୪୨ଜଣ ହାବିଲଦାର ମେଜରଙ୍କୁ ଡ୍ରିଲ୍‌ ସବ୍‌-ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି ଦିଆଯାଇଛି। ଗୁରୁବାର ଏ ନେଇ ରାଜ୍ୟ...

ରାଜସ୍ଥାନରେ କରୋନା ର଼୍ୟାପିଡ୍‌ ଟେଷ୍ଟ୍‌ ଆରମ୍ଭ: ପ୍ରଥମ ଦିନରେ ସମସ୍ତ ୫୨ ରିପୋର୍ଟ ନେଗେଟିଭ୍‌

ଜୟପୁର,୧୮।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍‌ ସ୍ପଟ୍‌ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍‌...

ଅର୍ଚ୍ଚନାଙ୍କ ଆଲିଶାନ୍‌ ଘର ଆଟାଚ୍‌ କଲା ଇଡି

ଭୁବନେଶ୍ୱର, ୧୦।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଥିବା ରାଜ୍ୟ...

କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ...

ମହୀପୁରକୁ ପରୀକ୍ଷାମୂଳକ ଭାବେ ଗଡ଼ିବ ଟ୍ରେନ୍‌: ଅନୁଧ୍ୟାନ କରିବେ ରେଳ ସୁରକ୍ଷା ଆୟୁକ୍ତ

ନୟାଗଡ଼ ଅଫିସ,୨୫ା୭: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନକୁ ପରୀକ୍ଷାମୂଳକ ଭାବେ ଗୁରୁବାର ଗଡ଼ିବ ଟ୍ରେନ୍‌। ଏହାକୁ ଅନୁଧ୍ୟାନ କରିବା ପାଇଁ ଗୁରୁବାର ରେଳ...

Advertisement
Archives

Model This Week