ମାସ୍କ ନ ପିନ୍ଧି ଜରିମାନା ଗଣିଲେ ୨୦ ଯୁବକ

ବଇଣ୍ଡା, ୧୩ା୪(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଛକ ଓ ହଣ୍ଡପା ଥାନା ଅଞ୍ଚଳରେ କିଶୋରନଗର ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇଛି । ଖୋଲାଯାଇଥିବା ଦୋକାନଗୁଡିକରେ ସାମାଜିକ ଦୂରତା ରକ୍ଷା କରାଯାଇଛି କି ନାହିଁ ତାହା ଯାଞ୍ଚ କରାଯାଇଥିଲା।  ଏହି ସମୟରେ ଲକଡାଉନ ଉଲ୍ଲଂଘନ କରି ବିନା ମାସ୍କରେ ବାହାରେ ବୁଲୁଥିବା ୨୦ ଜଣ ଯୁବକଙ୍କଠାରୁ ୨ ଶହ ଲେଖାଏଁ ୪ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ, ସୁପରଭାଇଜର ମାଧୁରୀ ନାୟକ, ହଣ୍ଡପା ଥାନା ସେକେଣ୍ଡ ଅଫିସର ସରୋଜ କୁମାର ଦାସ, ଏଏସଆଇ ଆର ବିଶ୍ୱାଳ ପ୍ରମୁଖ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ମଧ୍ୟରେ ଅନିୟମିତତାର ହେବ ତଦନ୍ତ: ଅନଶନରୁ ଓହରିଲା ସିପିଆଇ

ବନ୍ତ, ୧୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, ସାମାଜିକ ସୁରକ୍ଷା ଆଦି ଯୋଜନାରେ ବିଭିନ୍ନ କାର୍ଯ୍ୟରେ...

ତଥ୍ୟ ସଂଗ୍ରହ କଲେ କେନ୍ଦ୍ରୀୟ ଟିମ୍‌: ମଜୁରି ବୃଦ୍ଧି, ଠିକ୍‌ ସମୟରେ ଅନୁଦାନ ଦେବାକୁ ପ୍ରସ୍ତାବ

ଛତ୍ରପୁର,୧୦ା୧୧(ଡି.ଏନ.ଏ.)- ଦୁଇଜଣିଆ କେନ୍ଦ୍ରୀୟ ଟିମ୍‌ ୨ଦିନ ଧରି ଗଞ୍ଜାମ ଜିଲାରେ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଜନସାଧାରଣ ଓ ମହିଳା ସଂଘଗୁଡିକ ସହ ଆଲୋଚନା କରିଥିଲେ।...

ଅର୍ଥପାଇଁ ସଂକ୍ରମଣକୁ ଭୟନାହିଁ: କଣ୍ଟାପଡ଼ାର ବିଭିନ୍ନ ବ୍ୟାଙ୍କରେ ସାମାଜିକ ଦୂରତ୍ୱକୁ ଫୁ’

କଣ୍ଟାପଡା, ୧୬।୪(ଡି.ଏନ୍‌.ଏ.): ଜନଧନ ଆକାଉଣ୍ଟଧାରୀଙ୍କ ଖାତାକୁ କେନ୍ଦ୍ର ସରକାର ଟଙ୍କା ପଠାଇଥିବା ଖବର ପ୍ରକାଶ ପାଇବା ପରେ କଣ୍ଟାପଡା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବ୍ୟାଙ୍କରେ...

ଲକ୍ଷାଧିକ ଟଙ୍କା ହଡ଼ପ କରି ଅଭିଯୁକ୍ତ ଗିରଫ

ଯୋଡ଼ା, ୨୮।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଆର୍ଥ ମୁଭର୍ସ ଓ ଡିପି ସିଂ ନାମକ ଦୁଇଗୋଟି ବ୍ୟବସାୟିକ ସଂସ୍ଥାରେ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ...

ବୋଲେରୋ-ଅଟୋ ମୁହାଁମୁହିଁ ଧକ୍କା: ୫ ଗୁରୁତର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୦ା୧୨(ଡି.ଏନ୍‌.ଏ.): ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ବୋଲେରୋ ସହ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଆହତ ହୋଇଛନ୍ତି।...

ମାଟି ବେଉସାରେ ଜୀବନ

ଖଣ୍ଡପଡ଼ା,୧୬ା୧୦(ସ୍ବ.ପ୍ର.): କରୋନାଜନିତ ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଗତ ୭ମାସ ହେଲା ଅଧିକାଂଶ ଲୋକ କାମଧନ୍ଦା ହରାଇଛନ୍ତି। ଏପରି ସମୟରେ ପେଟ ପୋଷିବା ପାଇଁ ଖଣ୍ଡପଡ଼ା...

୨ ଯୁବକଙ୍କୁ ଅପହରଣ: ଥାନାରେ ମାମଲା

ବଡ଼ଗାଁ,୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଝାରମୁଣ୍ଡା ଗାଁ ନିକଟ ଡ୍ୟାମଠାରେ ଭୋଜି କରିବାକୁ ଯାଇଥିବା ଝାରମୁଣ୍ଡା ଗ୍ରାମର ୧୦ଜଣ ଯୁବକଙ୍କୁ ସନ୍ଧ୍ୟା ସାଢ଼େ...

ଏମ୍‌ସ୍‌ ପିଜି ଏଣ୍ଟ୍ରାନ୍ସ: ସର୍ବଭାରତୀୟ ର଼୍ୟାଙ୍କରେ ରଞ୍ଜନ ଦ୍ୱିତୀୟ

ଜଳେଶ୍ୱର, ୨୨।୬(ଡି.ଏନ.ଏ) -ଏମ୍‌ସ ପିଜି ଏଣ୍ଟ୍ରାନ୍ସରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମହମ୍ମଦନଗରପାଟଣା ଗ୍ରାମର ଡା.ରଞ୍ଜନ ମୋହନ କୁମାର ସାହୁ ସର୍ବଭାରତୀୟ ର଼୍ୟାଙ୍କରେ ଦ୍ୱିତୀୟ ସ୍ଥାନ...

Advertisement


Archives

Model This Week