ମାସ୍କ ନ ପିନ୍ଧି ଜରିମାନା ଗଣିଲେ ୧୬୦ଜଣ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନାକୁ ନେଇ ଯେତେ କଟକଣା, ସେତେ ଧରାପଡୁଛନ୍ତି ଅମାନିଆ। ତେବେ ପ୍ରଥମଥର ପାଇଁ ମାସ୍କ ନ ପିନ୍ଧି ଜରିମାନା ଗଣିଛନ୍ତି ୧୬୦ଜଣ। ମାସ୍କ ବାଧ୍ୟତାମୂଳକ କରାଯାଇଥିଲେ ମଧ୍ୟ ରବିବାର ଏମାନେ ନିୟମ ନ ମାନି ସହରରେ ବୁଲୁଥିଲେ। ପୋଲିସ ବିଭିନ୍ନ ଛକରେ ଯାଞ୍ଚ କରୁଥିବାବେଳେ ଏମାନଙ୍କୁ ଧରି ୨ଶହ ଟଙ୍କା ଲେଖାଏ ଜରିମାନା ଆଦାୟ କରି ମାସ୍କ ପିନ୍ଧାଇଛି। ଶିଶୁଭବନ ଛକରେ ଜଣେ ବିଧାୟକ ମଧ୍ୟ ମାସ୍କ ନ ପିନ୍ଧି ଯାଉଥିବାବେଳେ ଧରା ପଡିଥିଲେ। ହେଲେ ବରିଷ୍ଠ ନାଗରିକ ଭାବି ପୋଲିସ ତାଙ୍କୁ ଛାଡି ଦେଇଥିଲା। ସେହିଭଳି ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ବାଇକ ଧରି ବୁଲୁଥିବା ୧୪୯୫ ଜଣଙ୍କ ବାଇକ ଜବତ କରାଯିବା ସହ ଜରିମାନା ଆଦାୟ କରାଯାଇଛି। ଆଗାମୀ ଦିନରେ ବାଇକ ଓ ମାସ୍କ ଯାଞ୍ଚ କଡାକଡି କରାଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ...

୧୩ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା, ପାଣିପାଗ ବିଭାଗର ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ରାଜ୍ୟରୁ ହଠାତ୍‌ ଗାଏବ ହୋଇଯାଇଛି ଶୀତ। ରାତ୍ରିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ଏଥିସହିତ ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୨...

ହ୍ବାଟ୍‌ସ ଆପ୍‌, ଭିଡିଓ କଲିଂରେ ହେବ ଶୁଣାଣି

କଟକ ଅଫିସ୍‌,୯ା୪: ଲକ୍‌ଡାଉନ୍‌ର ପ୍ରଭାବ ନ୍ୟାୟିକ ବ୍ୟବସ୍ଥା ଉପରେ ପଡ଼ିଛି। ଅଦାଲତଗୁଡ଼ିକୁ ବନ୍ଦ ରଖାଯିବା ସହ ଶୁଣାଣିକୁ ମଧ୍ୟ ସ୍ଥଗିତ କରାଯାଇଛି। ଫଳରେ ଆବେଦନକାରୀ, ପ୍ରତିପକ୍ଷ...

ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୫।୪(ବ୍ୟୁରୋ):ରାଜ୍ୟରେ ସୋମବାରଠାରୁ ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ, କଳା ଏବଂ ଧନ୍ଦାମୂଳକଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ମୋଟ୍‌ ୩ଲକ୍ଷ ୩୨ହଜାର ପରୀକ୍ଷାର୍ଥୀ ଯୁକ୍ତ୨...

ପେଟ ପାଇଁ ମଞ୍ଜିତ୍‌ କରୁଛନ୍ତି ସଂଘର୍ଷ

ମହାକାଳପଡ଼ା,୯ା୫(ଡି .ଏନ୍‌ .ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ରାମନଗର ଗ୍ରାମ ଉତ୍ତରପଡ଼ାରେ ମଞ୍ଜିତ୍‌ ମଣ୍ଡଳ (୧୦)ଙ୍କ ଘର। ସେ ପେଟକୁ ଦାନା ସଂଗ୍ରହ ପାଇଁ...

ଅର୍ଥନୈତିକ ସର୍ଭେ ରିପୋର୍ଟ ଗଣମାଧ୍ୟମରେ ପ୍ରକାଶକୁ ନେଇ ବିଧାନସଭାରେ ଉଦ୍‌ବେଗ: ସରକାରଙ୍କ କୈଫିୟତ ତଲବ କଲେ ବିରୋଧୀ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ-୨୦୧୮ ସୋସିଆଲ ମିଡିଆରେ ବୁଲୁଛି, ଖବରକାଗଜରେ ପ୍ରକାଶ ପାଇଛି। ହେଲେ ବିଧାୟକମାନଙ୍କୁ ଏପର୍ଯ୍ୟନ୍ତ ଦିଆଗଲା ନାହିଁ। ସରକାରୀ...

ଅତିରିକ୍ତ ବଜେଟ ପାଇଁ ଚାଲିଛି ପ୍ରସ୍ତୁତି: ଆଜି ସବୁ ବିଭାଗ ପକ୍ଷରୁ ଖର୍ଚ୍ଚ ଦାବି ପ୍ରସ୍ତାବ ଦେବାର ଶେଷ ଦିବସ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତଅଧିବେଶନ ଆସନ୍ତା ନଭେମ୍ବର ମାସ ଅଧାରେ ହେବ ବୋଲି ଜଣାପଡିଛି। ଏହି ଅଧିବେଶନ କାଳରେ ରାଜ୍ୟ ସରକାର ଅତିରିକ୍ତ ଖର୍ଚ୍ଚ...

ବ୍ରଜରାଜନଗର ଉପନିର୍ବାଚନ: ୭୧.୯% ମତଦାନ

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ,୧ା୬: ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ...

Advertisement
Archives

Model This Week