ମାସ୍କ ନ ପିନ୍ଧି ୧୪୨ ଜଣ ଗଣିଲେ ଜରିମାନା

ବରଗଡ଼ ଅଫିସ,୬ା୫: ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଏହାକୁ ଉଲ୍ଲଂଘନ କଲେ ଜରିମାନା ନିଆଯାଉଛି। ଏହି କ୍ରମରେ ବରଗଡ଼ ଜିଲା ପୋଲିସ ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଧରପଗଡ଼ ଚାଲିଥିଲା। ଏଥିରେ ୧୪୨ ଜଣଙ୍କଠାରୁ ୨୮ହଜାର ୩୦୦ଟଙ୍କା ଜରିମାନା ଆଦାୟ ହୋଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri