ମାସ୍କ ନ ପିନ୍ଧି ୩ଶହ ଜଣ ଦେଲେ ଜରିମାନା

କଟକ ଅଫିସ,୨୭।୪: ଲକ୍‌ଡାଉନ ସମୟରେ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ କିଛି ବ୍ୟକ୍ତି ଏହି ନିୟମକୁ ମାନୁନାହାନ୍ତି। ଫଳରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସୋମବାର ସିଏମ୍‌ସି ଏନ୍‌ ଫୋର୍ସମେଣ୍ଟ ଟିମ୍‌ ଡେପୁଟି କମିଶନର ଡ. ଅବିନାଶ ରାଉତଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା। ୩ଶହ ଲୋକଙ୍କଠାରୁ ପ୍ରାୟ ୬୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଯେଉଁମାନେ ଏହି ନିୟମକୁ ଭାଙ୍ଗିଥିଲେ ସିଏମ୍‌ସି ପକ୍ଷରୁ ସେମାନଙ୍କୁ ମାସ୍କ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ନୂଆ ୩ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା, ଅଛନ୍ତି ୨ ପୁରୁଷ, ଜଣେ ଯୁବତୀ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୩ ନୂଆ କରୋନା ପଜିଟିଭ୍‌ଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ,...

ରେଙ୍ଗାଳିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

କଣିହା,୨୨।୮(ଡି.ଏନ୍‌.ଏ.): ଅନୁଗୋଳ ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର...

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ...

ପିଲାଙ୍କୁ କୋଚିଂ ସେଣ୍ଟରମୁହାଁ କରୁଛନ୍ତି ସରକାରୀ ଶିକ୍ଷକ

ଜଗତ୍‌ସିଂହପୁର ଅଫିସ୍‌, ୩୦ା୮:ବିଦ୍ୟାଳୟସ୍ତରରେ ସରକାରୀ ଶିକ୍ଷକ ବେସରକାରୀ ଭାବେ ଶିକ୍ଷାଦାନ କରି ପାରିବେ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି...

ଜାଗରଯାତ୍ରା: କପିଳାସ ପୀଠ ଉତ୍ସବମୁଖର

ଢେଙ୍କାନାଳ ଅଫିସ,୧୮।୨: ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶନିବାର ମହାସମାରୋହରେ ପ୍ରସିଦ୍ଧ ଜାଗରଯାତ୍ରା ପାଳିତ ହେଉଛି । ୨ ବର୍ଷ କରୋନା...

୨ ଟ୍ରେନ୍‌ରେ ଲାଗିଲା ନିଆଁ

ଜଳେଶ୍ୱର,୧୫ା୭(ରବିନାରାୟଣ ପାତ୍ର): ଖଡ଼ଗପୁର ରେଲଓ୍ବେ ଡିଭିଜନ୍‌ର ଜଳେଶ୍ୱର-ଦାନ୍ତୁନ ମଧ୍ୟରେ ୨ଟି ଟ୍ରେନ୍‌ରେ ନିଅଁା ଲାଗିଥିବା ସୂଚନା ମିଳିଛି। ଖଡ଼ଗପୁର-ଭଦ୍ରକ ମେମୋ ଟ୍ରେନ୍‌ ଇଞ୍ଜିନରେ ନିଅଁା ଲାଗିଥିବା...

ଦିନେ କମିଲେ ପୁଣି ବଢୁଛି, ଆଜି ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର...

ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ

ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ...

Advertisement
Archives

Model This Week