ମାସ୍କ ନ ମିଳିବାରୁ ରାଗିଲେ ଡାକ୍ତର

ବିଶାଖାପଟନମ,୭।୪: କରୋନା ସଂକ୍ରମଣଠାରୁ ଦୂରେଇ ରହିବାକୁ ସାଧାରଣ ଲୋକଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କିଛି ରାଜ୍ୟରେ ଘୋଷଣା କରାଯାଇଛି। ହେଲେ ଯେଉଁଠି ଡାକ୍ତରଙ୍କ ପାଇଁ ମାସ୍କ ନାହିଁ ସେଠାରେ ସାଧାରଣ ଲୋକଙ୍କୁ କେତେ ମାସ୍କ ମିଳୁଥିବ ତାହା ସ୍ପଷ୍ଟ ବାରି ହୋଇ ପଡିଛି। ଆନ୍ଧ୍ରପ୍ରଦେଶ ବିଶାଖାପଟନମ ନରସିପାଟନମରେ କାର୍ଯ୍ୟରତ ଥିବା ଡାକ୍ତର ସୁଧାକର ରାଓଙ୍କୁ ଗୋଟିଏ ମାସ୍କ ଯୋଗାଇ ଦେଇ ଏହାକୁ ୧୫ ଦିନ ବ୍ୟବହାର କରିବା ଲାଗି କୁହାଯାଇଥିବା ସେ ଅଭିଯୋଗ କରିଛନ୍ତି। ଡାକ୍ତର ରାଓ କହିଛନ୍ତି କରୋନା ଭାଇରସ ସଂକ୍ରମଣ ସମୟରେ ଏହା କେତେଦୂର ଯୁକ୍ତିଯୁକ୍ତ। ସେ ଆହୁରି ମଧ୍ୟ କହିଛନ୍ତି କ’ଣ କରୋନା ଭାଇରସ ଏହି ସ୍ଥାନକୁ ଆସିବ ନାହିଁ। ମୁଖ୍ୟମନ୍ତ୍ରୀ ଏ ଦିଗରେ ଧ୍ୟାନ ଦିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇଲେ ଇୟୁ ପ୍ରତିନିଧି

ନୂଆଦିଲ୍ଲୀ,୩୦।୪: ୟୁରୋପୀୟ ସଂଘ (ଇୟୁ)ର ମାନବାଧିକାର ସମ୍ପର୍କିତ ସ୍ବତନ୍ତ୍ର ପ୍ରତିନିଧି ଇଏମୋନ୍‌ ଗିଲ୍‌ମୋର ଭାରତରେ ସଂଖ୍ୟାଲଘୁଙ୍କ ସ୍ଥିତି, ସାମ୍ପ୍ରଦାୟିକ ହିଂସା, ଦେଶଦ୍ରୋହ ଏବଂ ଆତଙ୍କବାଦ ନିରୋଧୀ...

ରୁଷିଆ, ଆମେରିକା ଏବଂ ଚାଇନାକୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୨୩।୮: ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଆଜି ଗର୍ବର ଦିନ। ଭାରତର ବହୁ ପ୍ରତୀକ୍ଷିତ ଚନ୍ଦ୍ର ମିଶନ ‘ଚନ୍ଦ୍ରୟାନ-୩’ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ‘ସଫ୍ଟ...

ବୁଧବାରକୁ ଘୁଞ୍ଚିଲା ରାଣା ଦମ୍ପତିଙ୍କ ଜାମିନ ଶୁଣାଣି

ମୁମ୍ବାଇ,୨।୫: ଜେଲ୍‌ରେ ବନ୍ଦ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ପୁଣି ବଢ଼ିଲା ଅଡୁଆ। ସୋମବାର ମୁମ୍ବାଇର...

ଚେତାବନୀ ପରେ ରିସର୍ଟକୁ ଫେରିଲେ  ୬ ବିଧାୟକ

ଜୟପୁର,୫।୬: ରାଜ୍ୟ ସଭା ନିର୍ବାଚନ ଆସନ୍ତା ୧୦ ତାରିଖରେ ହେବାକୁ ଥିବାବେଳେ ଘୋଡ଼ାବେପାର ଆଶଙ୍କାରେ ରାଜସ୍ଥାନ କଂଗ୍ରେସ ଏହାର ବିଧାୟକମାନଙ୍କୁ ଉଦୟପୁରସ୍ଥିତ ତାଜ ଆରାବଳି ରିସର୍ଟରେ...

ତେଜସ୍ବୀଙ୍କଠାରୁ ଅଲଗା ହୋଇନାହାଁନ୍ତି ତେଜପ୍ରତାପ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବ ଓ ତେଜସ୍ବୀ ଯାଦବଙ୍କୁ ନେଇ ନାନା...

ବ୍ରିଟେନ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ, ନେଇ ସାରିଥିଲେ ଟିକା

ଲଣ୍ଡନ,୧୮ ।୭: ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ ସାଜିଦ ଜାଭିଦ କରୋନାରେ ପୀଡ଼ିତ ହୋଇଥିବା ନିଜେ ସୂଚନା ଦେଇଛନ୍ତି । ଏବେ ସେ କ୍ୱାରାଣ୍ଟାଇନରେ ଥିବା ବେଳେ ତାଙ୍କଠାରେ...

ଏମିତି ସ୍ତ୍ରୀ ଚାହୁଁଛନ୍ତି ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୧୨:ଭାରତ ଯୋଡୋ ଯାତ୍ରାର ନେତୃତ୍ୱ ନେଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କୁ ‘ପପୁ’ ଡକାଯିବାକୁ ନେଇ ସେ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। ଏକ...

ୟୁପି ମନ୍ତ୍ରୀ ସନାତନ ଧର୍ମକୁ ଅପମାନିତ କରିଥିଲେ

ଉତ୍ତରପ୍ରଦେଶ ରାମପୁରର ଲୋଧେଶ୍ୱର ମହାଦେବ ମନ୍ଦିରରେ ଥିବା ଶିବଲିଙ୍ଗ ଉପରେ ରାଜ୍ୟ ମନ୍ତ୍ରୀ ସତୀଶ ଶର୍ମା ହାତ ଧୋଉଥିବାର ଭିଡିଓ ଭାଇରାଲ ହେବା ପରେ ବିରୋଧୀ...

Advertisement
Archives

Model This Week