ମାସ୍କ ପିନ୍ଧି ନ ଥିବାରୁ ମହିଳାଙ୍କୁ ଧରିଲା ପୋଲିସ

ବେଜିଂ,୪।୨: ଚାଇନାରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୪୨୬ ଜଣଙ୍କ ମୃତ୍ୟୁ ଘଟିଲାଣି। ଚାଇନା ସରକାର ଏହି ଭୂତାଣୁ ନ ବ୍ୟାପିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରିକି ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଚାଇନାରେ ଜଣେ ମହିଳା ବଜାରକୁ ମାସ୍କ ପିନ୍ଧି ଆସି ନ ଥିବାରୁ ପୋଲିସ ତାଙ୍କୁ ହାତକଡି ପକାଇ ହସ୍ପିଟାଲକୁ ନେଇଥିଲା। ସେଠାରେ ସମ୍ପୃକ୍ତ ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ତାଙ୍କୁ କରୋନା ଭାଇରସ୍‌ ସଂକ୍ରମଣ ହୋଇ ନ ଥିବା ଜଣାପଡିବା ପରେ ପୋଲିସ ଛାଡିଦେଇଥିଲା। ଦକ୍ଷିଣ ଚାଇନାର ଗୁଆନଡୋଙ୍ଗ ପ୍ରାନ୍ତରେ ଏଭଳି ଘଟଣା ଘଟିଛି। ସୂଚନାଯୋଗ୍ୟ, ଗୁଆନଡୋଙ୍ଗ ପୋଲିସ ଜାନୁୟାରୀ ୨୬ରେ ମାସ୍କ ନ ପିନ୍ଧିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri