ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କୁ ଧରିଲା ପୋଲିସ

ବଲାଙ୍ଗୀର ଅଫିସ,୧୩ା୪: ଲକ୍‌ଡାଉନ୍‌ ନିୟମ ଅଭିଯୋଗରେ ବଲାଙ୍ଗୀର ସହରର ବିଭିନ୍ନ ଛକରେ ପୋଲିସ ପକ୍ଷରୁ ସୋମବାର ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଲକ୍‌ଡାଉନ୍‌ କଟକଣା ବୃଦ୍ଧି କରାଯିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ମଧ୍ୟ ଲୋକେ ଚେତୁନାହାନ୍ତି। ମାସ୍କ ବାଧ୍ୟତାମୂଳକ କରାଯାଇଥିଲେ ମଧ୍ୟ କିଛି ଲୋକେ କଟକଣାକୁ ଖାତିର ନ କରି ବିନା କାମରେ ସହରରେ ମାସ୍କ ନ ପିନ୍ଧି ବୁଲୁଥିଲେ। ଆଦର୍ଶ ଥାନା ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଯାଞ୍ଚ କରାଯାଉଥିବା ବେଳେ ଏମାନଙ୍କୁ ଧରି ୫୦ ଟଙ୍କା ଲେଖାଏ ଜରିମାନା ଆଦାୟ କରି ମାସ୍କ ପିନ୍ଧାଯାଇଥିଲା। ଆଗାମୀ ଦିନରେ ବାଇକ୍‌ ଓ ମାସ୍କ ଯାଞ୍ଚ କଡ଼ାକଡ଼ି କରାଯିବ ବୋଲି ଆଇଆଇସି ସଂଗ୍ରାମ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri