ମାସ୍କ ବଣ୍ଟନ କଲା ରାଇକିଆ ବଣିକ ସଂଘ

ରାଇକିଆ,୭ା୪(ଡି ଏନ ଏ)- କରୋନା ମୁକାବିଲା ପାଇଁ ବିଭିନ୍ନ ସଙ୍ଗଠନ ଆଗକୁ ଆସୁଛନ୍ତି। କିଏ ସଚେତନତା କରୁଛି ତ ଆଉକିଏ ଆର୍ଥିକ ସହଯୋଗ କରୁଛନ୍ତି। ମଙ୍ଗଳବାର ରାଇକିଆ ବଣିକ ସଂଘ ତରଫରୁ ବିଭିନ୍ନ ଅଞ୍ଚଳରେ ମାସ୍କ ବଣ୍ଟନ କରାଯାଇଛି। ଘରୁ କୌଣସି ଜରୁରି କାମରେ ପଦାକୁ ଆସିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ପରେ ସଂଘ ତରଫରୁ ଏଭଳି ନିଷ୍ପତ୍ତି ନିଆ ଯାଇଛି। ପ୍ରଥମ ପର୍ଯ୍ୟାୟରେ କାଲୁମାହା ଅଞ୍ଚଳରେ ଏହା ବଣ୍ଟନ କରାଯାଇଛି। ସଂଘ ସଭାପତି ସତ୍ୟବାନ ପାତ୍ର, ଉପସଭାପତି ତ୍ରିପତି ସୁବୁଦ୍ଧି, ସମ୍ପାଦକ ବିଜୟ ପଣ୍ଡା ଏବଂ ସଦସ୍ୟମାନେ ମାସ୍କ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି

ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ...

ମହିଳାଙ୍କ ମୁଣ୍ଡ କାଟି ହତ୍ୟା

ଠାକୁରମୁଣ୍ଡା, ୮ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅନ୍ତର୍ଗତ ମିରିଗିନେଣ୍ଡି ପଞ୍ଚାୟତର ପଟୁଳିଡ଼ିହି ବନ୍ଧସାହିରେ ଶୁକ୍ରବାର ରାତିରେ ଘରେ ଏକୁଟିଆ ଥିବା ଜଣେ ବିଧବା ମହିଳାଙ୍କ...

ଏଟିପି ଫାଇନାଲ୍ସ: ଥିମ୍‌ଙ୍କଠାରୁ ହାରିଲେ ଫେଡରର

ଲଣ୍ଡନ,୧୧।୧୧(ଏଏଫ୍‌ପି): ସ୍ଥାନୀୟ ଓ୨ ଏରିନାରେ ରବିବାର ଏଟିପି ଫାଇନାଲ୍ସ ଆରମ୍ଭ ହୋଇଛି। ସେସନ ଶେଷରେ ଆୟୋଜିତ ହେଉଥିବା ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟର ପ୍ରଥମ ଦିବସରେ ସୁଇଜରଲାଣ୍ଡ...

ଡରାଇଲାଣି ଭଦ୍ରକ : ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲାରେ ମଙ୍ଗଳବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୨୨୩ରେ...

ରାସ୍ତା ଉପରେ ଝୁଲିରହିଛି ବିଦ୍ୟୁତ୍‌ ତାର:ବିପଦ ଆଶଙ୍କାରେ ସାହିବାସୀ

ଖଣ୍ଡପଡା,୧୧ା୯(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳ ଦେଇ ଯାଇଛି ଦଶପଲ୍ଲା-ଖୋର୍ଦ୍ଧା ରାଜ୍ୟ ରାଜପଥ। ଏହି ରାସ୍ତାର କଣ୍ଟିଲୋ ଅଞ୍ଚଳରେ ବିଦ୍ୟୁତ୍‌ ତାର ଝୁଲିରହିଥିବାରୁ ବିଭିନ୍ନ ସାହି, ବସ୍ତିର ଲୋକେ...

ଅବେବସ୍‌ତା ଘେରରେ ଅଙ୍ଗନୱାଡି କେନ୍ଦ୍ର

ଲାଠୋର, ୨୪ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ମାଲପଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର ସମସିଆ ଘେରରେ ରହିଛେ। ହେଲେ ଇ ଦିଗେ ପରଶାସନ ତରଫୁ...

ସ୍କୁଲ ଆସିବାରେ ବିଳମ୍ବ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଗୋପାଳପୁର,୧୬ା୯-ବିଦ୍ୟାଳୟକୁ ବିଳମ୍ବରେ ଆସିବା ନେଇ ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ...

ପାଣି ପାଇଁ ପଡ଼ିଲାଣି ଭାଳେଣି

ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍‌ ବ୍ୟବହାର କରିବାକୁ ଡାକବାଜି...

Play 250+ Trending Games
Archives

Model This Week

Why Dharitri