ମାସ୍କ ବାଣ୍ଟିଲା ଜାବ

ବରଗଡ଼ ଅଫିସ,୧୮।୪: କରୋନା (କୋଭିଡ-୧୯) ଭୂତାଣୁ ପ୍ରତିହତ କରିବା ପାଇଁ ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ବାନ୍ଧିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପରିକି ଘରୁ ବାହାରି ସମୟରେ ମାସ୍କ ପିନ୍ଧି ନ ଥିଲେ ଜରିିମାନା ମଧ୍ୟ ଆଦାୟ କରାଯାଉଛି। ତେବେ ଏହାକୁ ଦୃଷ୍ଟିରେ ରଖି ଶନିବାର ସକାଳୁ ବରଗଡ଼ ସହରର ଥାନାଛକରେ ଜର୍ନାଲିଷ୍ଟ ଆସୋସିଏସନ ଅଫ୍‌ ବରଗଡ଼ (ଜାବ) ପକ୍ଷରୁ ରାସ୍ତାରେ ଯାଉଥିବା ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଛି। ଜାବର ସଭାପତି ରବି ନାରାୟଣ ପଣ୍ଡା, ଉପସଭାପତି ସରୋଜ ଷଡଙ୍ଗୀ, ସମ୍ପାଦକ ଯୁଧିଷ୍ଠିର ମହାପାତ୍ରଙ୍କ ସମେତ ଅନ୍ୟ ସଭ୍ୟମାନେ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି।...

ଅସହାୟଙ୍କ ଦୁଃଖ ବୁଝିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୪।୪ କରୋନା କଟକଣା ପାଇଁ ସୋମବାର ଓଡ଼ିଆ ନବବର୍ଷ ସାଙ୍ଗକୁ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଫିକା ପଡ଼ିଯାଇଛି। ଓଡ଼ିଆ ଘରର...

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୩,୭୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ): ଓଡ଼ିଶାରେ ଗୁରୁବାର ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ...

ଆଜି ରାଜଧାନୀରୁ ୨୯ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ...

ଡିଆରଡିଏ କାର୍ଯ୍ୟାଳୟ ଘେରାଉ କଲେ ଗାଁ ସାଥୀ

କେନ୍ଦୁଝର,୭।୧(ସ୍ବ.ପ୍ର.): ମହାତ୍ମାଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟ ସମ୍ପାଦନ ପାଇଁ ନିୟୋଜିତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଗୁରୁବାର ଗାଁ ସାଥୀ...

୧.୯ ଲକ୍ଷ ନେଲେ

ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍‌ କୋଭିଡ୍‌ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ...

ସାବିତ୍ରୀ ପାଇଁ ବଜାର ଦର ଆକାଶଛୁଆଁ

ଖଣ୍ଡପଡ଼ା,୩୧ା୫(ସ୍ବ.ପ୍ର.)-୨ଦିନ ପରେ ସାବିତ୍ରୀ ବ୍ରତ। ଏଥିପାଇଁ ରାସ୍ତା ପାର୍ଶ୍ୱ, ସାହି, ବସ୍ତି, ଛକ ଓ ବଜାରରେ ଫଳ ବ୍ୟବସାୟୀ ପସରା ମେଲାଇଛନ୍ତି। ଶାଢ଼ି, ଚୁଡ଼ି, କସମେଟିକ୍ସ...

ବ୍ରହ୍ମପୁର ଷ୍ଟାଡିୟମ୍‌ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ

ବ୍ରହ୍ମପୁର ଅଫିସ୍‌,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର...

BGU
Play 250+ Trending Games
Archives

Model This Week

Why Dharitri