ମାସ୍କ ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମସ୍ତେ ମାସ୍କ ପିନ୍ଧିବା ପାଇଁ ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତତ୍ପର ହୋଇପଡ଼ିଛି। ବିଭାଗର ସଚିବ ନିକୁଞ୍ଜ ଧଳଙ୍କ ପକ୍ଷରୁ ମାସ୍କ ଯୋଗାଣ ନେଇ ସମସ୍ତ ମହାନଗର ନିଗମର କମିଶନର୍‌ ଏବଂ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିମାନଙ୍କୁ ତ୍ରିସ୍ତରୀୟ ସର୍ଜିକାଲ୍‌ ମାସ୍କ ଯୋଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସମସ୍ତ ଫିଲ୍‌ଡ ଓ୍ବାର୍କର, ଯାଞ୍ଚ କରୁଥିବା କର୍ମଚାରୀ, ଅତ୍ୟାବଶ୍ୟକକୀୟ ସାମଗ୍ରୀ ଯୋଗାଉଥିବା କର୍ମଚାରୀ ଏବଂ ଆମ୍ବୁଲାନ୍ସର ଚାଳକମାନଙ୍କୁ ମଧ୍ୟ ମାସ୍କ ଯୋଗାଇ ଦିଆଯିବ। ରାଜ୍ୟ ଔଷଧ ନିଗମକୁ ଏହି ମାସ୍କ ଯୋଗାଣ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦେଲା ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ

ଅଯୋଧ୍ୟା,୬ ।୪: କରୋନା ଭାଇସର ସହ ଲଢିବାକୁ ସମସ୍ତେ ଯେମିତି ପ୍ରସ୍ତୁତ ହେଉଛନ୍ତି । ଏ କ୍ଷେତ୍ରରେ ଏବେ ସହାୟତାର ହାତ ବଢାଇଛି ଶ୍ରୀ ରାମ...

ଦୁର୍ଘଟଣାଗ୍ରସ୍ତ ଛାତ୍ରୀଛାତ୍ର ଏହିଦିନ ଦେଇପାରିବେ ଓଜେଇ ପରୀକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଗଜପତି ଜିଲା ଚାନ୍ଦିପୁଟ, ରାମଗିରି ଓ ଚନ୍ଦ୍ରଗିରି ଅଞ୍ଚଳର ୪୫ ଜଣ ପରୀକ୍ଷାର୍ଥୀ ଓଜେଇ ପରୀକ୍ଷା ଦେବା ଲାଗି ଏକ ବସ୍‌ରେ ଯାଉଥିବା ସମୟରେ...

ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।...

ହକି ଫେଡେରେଶନ ପକ୍ଷରୁ ପାଣ୍ଡିଆନଙ୍କୁ ପ୍ରେସିଡେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍‌) ପକ୍ଷରୁ ଶନିବାର ଏହି...

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ...

ପ୍ରକାଶ ପଟ୍ଟନାୟକ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ‘ବରିଷ୍ଠ ପ୍ରଫେସର’ ମନୋନୀତ

ଭୁବନେଶ୍ୱର, ୧୨।୨(ବ୍ୟୁରୋ): ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଆଧୁନିକ ଭାରତୀୟ ଭାଷା ଓ ସାହିତ୍ୟ ଅଧ୍ୟୟନ ବିଭାଗର ପ୍ରଫେସର ଡ. ପ୍ରକାଶ ଚନ୍ଦ୍ର ପଟ୍ଟନାୟକ ୟୁଜିସିର କ୍ୟାରିୟର ଆଡ୍‌ଭାନ୍ସମେଣ୍ଟ...

ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ୍‌ ରିଜର୍ଭୟରରେ ଅଶୋଧିତ ତୈଳ...

ମାର୍ଚ୍ଚ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଫେବୃୟାରୀ ଶେଷ ଯାଏ ପାଗ ଅନୁକୂଳ ରହିବ। ଅଧିକ ଗରମ ଅନୁଭୂତ ହେବ ନାହିଁ। ଉତ୍ତର ପଶ୍ଚିମ ଦିଗରୁ ଭୂପୃଷ୍ଠରୁ ୧୨ କି.ମି ଉଚ୍ଚତାରେ...

Advertisement
Archives

Model This Week