ମାସ୍କ, ସାନିଟାଇଜର ଉପଲବ୍ଧତା ନିଶ୍ଚିତ କର: ଏନ୍‌ପିପିଏ

ନୂଆଦିଲ୍ଲୀ,୩୦। ୩: ମାସ୍କ, ଗ୍ଲୋଭ ଏବଂ ସାନିଟାଇଜର ଉପଲବ୍ଧତା ନିଶ୍ଚିତ କରାଇବା ଲାଗି ନ୍ୟାଶନାଲ ଫାର୍ମାସିଟିକାଲ ଅଥରିଟି (ଏନ୍‌ପିପିଏ) ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦେଇଛି। କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ ଘୋଷଣା ହୋଇଥିବାରୁ ଏହି ସାମଗ୍ରୀଗୁଡିକର ଉପଲବ୍ଧତା ଏବଂ ଯୋଗାଣ ଯେଭଳି ବାଧାପ୍ରାପ୍ତ ନ ହୁଏ ତାକୁ ବିଚାର କରିବାକୁ ରାଜ୍ୟଗୁଡିକୁ ପରାମର୍ଶ ରହିଛି। ଏହି ପ୍ରସଙ୍ଗ ଉପରେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖାଯାଇଥିବା ଏନ୍‌ପିପିଏ ଅଧ୍ୟକ୍ଷ ଶୁଭ୍ରା ସିଂ ସୂଚନା ଦେଇଛନ୍ତି। ସେହିଭଳି ଏହି ସାମଗ୍ରୀର ଉତ୍ପାଦନ ସହ ମେଡିସିନ ଏବଂ ମେଡିକାଲ ଡିଭାଇସର ଯୋଗାଣ ଉପରେ ଧ୍ୟାନ ରଖିବାକୁ କୁହାଯାଇଛି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ସାମଗ୍ରୀଗୁଡିକର ଚାହିଦା ଏବେ ବଢିଛି। ଅଧିକ ସଂଖ୍ୟକ ଉତ୍ପାଦନକାରୀ ନ ଥିବାରୁ ସବୁ ସ୍ଥାନରେ ସାମଗ୍ରୀ ପହଞ୍ଚାଇବା ସମ୍ଭବପର ହେଉନାହିଁ। ମାନୁଫାକଚରଙ୍କ ସହ ସମନ୍ବୟ ରଖାକରିବା ଲାଗି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri