ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ ରଖି ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ଅପହଞ୍ଚ ଆଦିବାସୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଏହି କାର୍ଯ୍ୟକ୍ରମ ଜରିଆରେ ହରିଚନ୍ଦନପୁର ପ୍ରେସ କ୍ଲବର ସଦସ୍ୟମାନେ ରେବଣାପଳାଶପାଳ ଗ୍ରାମ ପଞ୍ଚାୟତର ବୁଢିପଦା ଠାରେ ଥିବା ଆଦିବାସୀ ଶ୍ରେଣୀର ଲୋକମାନଙ୍କୁ ସାବୁନରେ ହାତ ଧୋଇବା ଠାରୁ ଆରମ୍ଭ କରି ଘରେ ରହିବା ସୁସ୍ଥ ରହିବା ପାଇଁ ସଚେତନ କରାଇଥିଲେ। ଏଥିସହ ସମସ୍ତ ପରିବାର ଲୋକମାନଙ୍କୁ ୫୦୦ରୁ ଊଦ୍ଧର୍‌ବ ମାସ୍କ ଓ ସାବୁନ ବଣ୍ଟନ କରିଥିବା ହରିଚନ୍ଦନପୁର ପ୍ରେସ କ୍ଲବର ସଭାପତି ପ୍ରଶାନ୍ତ ନାୟକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାନ୍ୟତା ସତ୍ତ୍ୱେ ବିକାଶ ହୋଇପାରିନି

ଖୋର୍ଦ୍ଧା ଅଫିସ,୧ା୪: ଖୋର୍ଦ୍ଧା ଜିଲା ଗଠନ ହେବାର ଇତି ମଧ୍ୟରେ ୨୯ବର୍ଷ ପୂର୍ତ୍ତିହେଲାଣି। ଏହାର ଭୌଗୋଳିକ, ଐତିହାସିକ, ରାଜନୈତିକ ଏବଂ ସାଂସ୍କୃତିକ ପୃଷ୍ଠଭୂମିକୁ ପର୍ଯ୍ୟାଲୋଚନା କଲେ...

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ...

୪୪ ଦିନ ଧାରଣାରେ ପୂର୍ଣ୍ଣଚ୍ଛେଦ: ସୁମିତଙ୍କ ଘରେ ରହିବେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଶେଷରେ ୪୪ ଦିନ ଧାରଣାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁ ବୈବାହିକ ଜୀବନରେ ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ...

ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪...

ଶର୍ଟ ସର୍କିଟ୍‌ ଯୋଗୁ ଲାଗିଲା ନିଆଁ

ରାୟଗଡ଼ା,୨୨।୧୨(ସ୍ବ.ପ୍ର.): ରାୟଗଡା ସହର ରୟତ କଲୋନୀର ଏକ ଘରେ ଗୁରୁବାର ଶର୍ଟ ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୭୦ ହଜାର ଟଙ୍କାର ସମ୍ପତ୍ତି...

ହାଇଦର ପୁଅଙ୍କ ଜାମିନ ଆବେଦନ ଖାରଜ

କେନ୍ଦ୍ରାପଡ଼ା ଅଫିସ, ୨୯ା୭: ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଅଲ୍ଲୀଙ୍କର ଗତ ୨୪ତାରିଖରେ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପାରମ୍ପରିକ ସଂସ୍କାର କାର୍ଯ୍ୟକ୍ରମରେ...

ଜୁଆର ମାଡ଼ରେ ପୁଣି ୧୧ ଘର ଭାଙ୍ଗିଲା

ଗୋପାଳପୁର,୨୪।୭(ଡି.ଏନ.ଏ.): ସମୁଦ୍ର ଜୁଆର ମାଡ଼ରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମର ପୁଣି ୧୧ ଘର ଗୁରୁବାର ଓ ଶୁକ୍ରବାର ଭାଙ୍ଗିଯାଇଛି। ଦିନକୁ ଦିନ...

Advertisement
Archives

Model This Week