ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ ରଖି ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ଅପହଞ୍ଚ ଆଦିବାସୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଏହି କାର୍ଯ୍ୟକ୍ରମ ଜରିଆରେ ହରିଚନ୍ଦନପୁର ପ୍ରେସ କ୍ଲବର ସଦସ୍ୟମାନେ ରେବଣାପଳାଶପାଳ ଗ୍ରାମ ପଞ୍ଚାୟତର ବୁଢିପଦା ଠାରେ ଥିବା ଆଦିବାସୀ ଶ୍ରେଣୀର ଲୋକମାନଙ୍କୁ ସାବୁନରେ ହାତ ଧୋଇବା ଠାରୁ ଆରମ୍ଭ କରି ଘରେ ରହିବା ସୁସ୍ଥ ରହିବା ପାଇଁ ସଚେତନ କରାଇଥିଲେ। ଏଥିସହ ସମସ୍ତ ପରିବାର ଲୋକମାନଙ୍କୁ ୫୦୦ରୁ ଊଦ୍ଧର୍‌ବ ମାସ୍କ ଓ ସାବୁନ ବଣ୍ଟନ କରିଥିବା ହରିଚନ୍ଦନପୁର ପ୍ରେସ କ୍ଲବର ସଭାପତି ପ୍ରଶାନ୍ତ ନାୟକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ମହାବାତ୍ୟା ‘ଅମ୍ପନ’ର ମୁକାବିଲା ପାଇଁ ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲା ସ୍ବେଛାସେବୀ ସଂଗଠନ

ଗଞ୍ଜାମ,୧୯।୫(ଡି.ଏନ୍‌.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ଖପ୍ରାଖୋଲ, ୧୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଧପ୍ତାମୁଣ୍ଡା ପଞ୍ଚାୟତ କଟାପାଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ସକାଳେ ଜଣଙ୍କୁ ଅତି ନିର୍ମମଭାବେ ହତ୍ୟା...

ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର

ରାଇସୁଆଁ, ୧୩।୯(ଡି.ଏନ.ଏ.)-କେନ୍ଦୁଝର ଜିଲାରୁ ସରକାର କୋଟି କୋଟି ଟଙ୍କା ରାଜସ୍ବ ପାଉଥିଲେ ମଧ୍ୟ ଅନେକ ଗଁା ଅଛି ଯେଉଁଠି ଗମନାଗମନ ସୁବିଧା ନାହିଁ। ଫଳରେ ଲୋକେ...

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା

ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ...

ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ

ରାଇକିଆ,୨୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି...

ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ

ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର...

ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୨୩ା୧୨(ଡି.ଏନ୍‌.ଏ.): ପାତ୍ରପୁର ବ୍ଲକ ମୁଣ୍ଡିକେରି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ଆନ୍ଧ୍ରପ୍ରଦେଶର ଏଲୁରୁ ଜିଲା ବୈଦ୍ୟ ମେଡ଼ିକାଲରେ ମୃତ୍ୟୁ ଘଟିଛି । ସେ ହେଲେ ଜୁରିଆ...

ବିଦେଶରୁ ଫେରିଲେ ୧୩୦, ବଢ଼ୁଛି କରୋନା ଭୟ

କେନ୍ଦ୍ରାପଡା ଅଫିସ, ୨୧ା୩: ଗତ ୪ ତାରିଖରୁ ଗୁରୁବାର ସୁଦ୍ଧା ମୋଟ ୧୦୦ ଜଣ ବ୍ୟକ୍ତି ବିଦେଶରୁ ଜିଲାକୁ ଫେରିଥିବା ବେଳେ ଶୁକ୍ରବାର ୩୦ ଜଣ...

Play 250+ Trending Games
Archives

Model This Week

Why Dharitri