ମାହେଶ୍ୱରୀ ରାଇସ ମିଲ ଦେଲା ୧୦ ହଜାର

ମାଧପୁର, ୧୭ା୪- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ମାହେଶ୍ୱରୀ ରାଇସ ମିଲ୍ ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ମିଲର ମ୍ୟାନେଜିଂ ଡାଇରେକ୍ଟର ଚିତ୍ତରଞ୍ଜନ ମେହେର ଉକ୍ତ ଟଙ୍କାର ଏକ ଚେକ୍ ଆଠମଲ୍ଲିକ ଆଇସିଆଇସିଆଇ ବ୍ୟାଙ୍କ ପରିଚାଳକଙ୍କ ମାଧ୍ୟମରେ ପିଏମ କେୟାର ଫଣ୍ଡକୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାର ୨୦ ଘଣ୍ଟା ପରେ ଉଠିଲା ମୃତଦେହ

ବାଲିଶଙ୍କରା, ୭ା୫ : ସୁନ୍ଦରଗଡ଼ ଜିଲା କିଞ୍ଜିରକେଲା ଥାନା ଅଧୀନ ତିଲଡେଗା ଗ୍ରାମ ବଣ୍ଡେଡୁଙ୍ଗୁରି ନିକଟରେ ଏକ ୧୪ ଚକିଆ ହାଇଓ୍ବା ଗୁରୁବାର ରାତିରେ ଦୁର୍ଘଟଣାଗ୍ରସ୍ତ...

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାର

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ଦୂରେଇ ରହିବାକୁ ମାସ୍କ ପିନ୍ଧିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ ବହୁ ଅମାନିଆ ଏହାକୁ ଖାମଖିଆଲୀ ଭାବେ ନେଇ...

ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର...

ମିଳିଲା ମହାବଳ ବାଘର ସନ୍ଧାନ

ପାଟଣା,୪।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲ ଝରଣା ମଧ୍ୟରୁ ଗୁରୁବାର ଏକ ବାର୍‌ହାର ମୃତଦେହ ବନ ବିଭାଗ...

ବନ୍ଦ ରହିଛି ଉମରକୋଟ୍‌ ଧଳାସୁନା କଳ

ଉମରକୋଟ,୧୫।୧୨(ସ୍ୱ.ପ୍ର.): ନବରଙ୍ଗପୁର ଜିଲା ଦିନେ କପାଚାଷ ପାଇଁ ପରିଚିତ ଥିଲା। ୧୯୮୫ରୁ ୧୯୮୯ ପର୍ଯ୍ୟନ୍ତ ଚାଷୀ ଅଧିକ ପରିମାଣରେ କପା ଚାଷ କରୁଥିଲେ। ସେତେବେଳ କପା କିଲୋ...

ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି।...

ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳା ଯାଇଥିଲା। ଏଥିରେ ପ୍ରଥମେ...

ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ...

Advertisement
Archives

Model This Week